-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ବୁଡାମାଲ ଠାରେ ନାବାର୍ଡ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

07-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ବୁଡାମାଲ ଗ୍ରାମ ଗାୟତ୍ରୀ କଲ୍ୟାଣ ମଣ୍ଡପ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୫ ପାଳିତ ହୋଇଯାଇଛି l ନାବାର୍ଡ ବରଗଡ଼ ଜିଲ୍ଲା ପ୍ରବନ୍ଧକ ଶ୍ରୀଯୁକ୍ତ ହଟ କିଶୋର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ସମନ୍ମିତ ଶିଶୁବିକାସ ପ୍ରକଳ୍ପ ଅଧିକାରିଣୀ ଶ୍ରୀମତୀ ଗୋଲି ରାଉତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମହିଳା ପରିଦର୍ଶିକା ରୁଟ ସୁନା,ସୁଷମା ନନ୍ଦ,ଯଶୋବନ୍ତି ସାହୁ, ପଦ୍ମପୁର ବାଳିକା ଉଚ୍ଚ ବିଦ୍ୟାଳୟ ଖେଳ ଶିକ୍ଷୟତ୍ରୀ ନିଳୀମା ରାଣୀ ମହାନ୍ତି,ଏଲ. ଡି.ଏମ ମହେଶ୍ୱର ସାହୁ,ଦେବଦତ୍ତ କ୍ଲବ ସଭାପତି କିଶୋର ଚନ୍ଦ୍ର ପଣ୍ଡା,ସମ୍ପାଦକ କାହ୍ନୁ ଚରଣ ମାଝି,କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ l ନାବାର୍ଡ ଜିଲ୍ଲା ପ୍ରବନ୍ଧକ ଶ୍ରୀଯୁକ୍ତ ବେହେରା ନାରୀ ମାନଙ୍କ ତ୍ୟାଗ,ସେବା ଓ ବଳିଦାନ ର ଦିବସ ମହିଳାଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତି ବର୍ଷ ମାର୍ଚ୍ଚ ମାସ ୮ ତାରିଖ ରେ ବିଶ୍ଵ ମହିଳା ଦିବସ ଭାବେ ପାଳନ କରାଯାଇଥାଏ । ମହିଳାଙ୍କ ସାମାଜିକ,ଆର୍ଥିକ,ସାଂସ୍କୃତିକ,ରାଜନୈତିକ ଏବଂ ଅନ୍ୟ କ୍ଷେତ୍ର ରେ ସଫଳତା ଓ ପାରଦର୍ଶିତା କୁ ଏହିଦିନ ର ଉଦ୍ଧେଶ୍ୟ ବୋଲି ପ୍ରକାଶ କରିଥିବା ବେଳେ ମୁଖ୍ୟ ଅତିଥି ଶ୍ରୀମତୀ ରାଉତ ନାରୀ ଏବେ ଅବଳା ଆଉ ଦୁର୍ବଳା ନୁହଁ ସେ ଶକ୍ତିର ସ୍ରୋତ ଆଉ ପ୍ରଗତିର ପଥରେ ଚାଲିବା ସିଖିଲାଣି। ଆଜି କାଲିର ପୁରୁଷ ପ୍ରାଧାନ୍ୟ ସମାଜରେ ମହିଳା ମାନେ ସମାଜ ର ଏରୁଣ୍ଡିବନ୍ଧ ଡେଇଁ ସମାଜ ର ନେତୃତ୍ୱ ନେବା ଉଚିତ୍ ମହିଳା ମାନଙ୍କ ନେତୃତ୍ୱରେ ଯେପରି ପରିବାର ର ଉନ୍ନତି ସାଧନ ହୋଇଥାଏ ସେହି ଭଳି ଭାବେ ମହିଳା ମାନେ ସମାଜ ର ନେତୃତ୍ୱ ନେଲେ ସମାଜର ଉନ୍ନତି ସାଧନ ହେବା ସହ ଗ୍ରାମାଞ୍ଚଳ ରୁ ଆରମ୍ଭ କରି ବିଶ୍ୱସ୍ତର ପର୍ଯ୍ୟନ୍ତ ଆଗକୁ ବଢ଼ି ପାରିବେ ବୋଲି  ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ୧୦ ଜଣଙ୍କୁ ଅଗ୍ରଣୀ ଉଦ୍ୟୋଗୀ ମହିଳା ଭାବରେ ସମ୍ମାନିତ କରାଯାଇଥିଲା l ଏହା ପରେ ହୁଳହୁଳି ଓ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିଲା ଏଥିରେ ପ୍ରଥମ,ଦ୍ଵିତୀୟ ଓ  ତୃତୀୟ ସ୍ଥାନ ଅଧିକାର କରିଥିବା ମହିଳା ମାନଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ଅତିଥି ମାନେ ସମ୍ମାନିତ କରିଥିବା ବେଳେ ଶେଷରେ ଶେଷଦେବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like