-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||     

HOME   ଜିଲ୍ଲା

■ hj

07-Mar-2025



ନୂଆଦିଲ୍ଲୀ: ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ଏସିଆର ସର୍ବବୃହତ ସାହିତ୍ୟୋତ୍ସବ କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ  ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଦ୍ବାରା ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଛି।

ଉତ୍ସବକୁ ଉଦଘାଟନ କରି ମନ୍ତ୍ରୀ କହିଥିଲେ ଯେ ସାହିତ୍ୟ ହେଉଛି ସବୁଠାରୁ ଶକ୍ତିଶାଳୀ ସୂତ୍ର ଯାହା ଭାରତକୁ ଏକତାରେ ବାନ୍ଧିଥାଏ। ଭାରତୀୟ ସାହିତ୍ୟର ଗତିଶୀଳତାକୁ ଏହାର ବିଶେଷତ୍ୱ ଭାବରେ ବର୍ଣ୍ଣନା କରି ସେ କହିଥିଲେ ଯେ ପ୍ରଯୁକ୍ତିବିଦ୍ୟାର ଯୁଗରେ, ଆମର ସାହିତ୍ୟ ଏବେ ଅନୁବାଦ ମାଧ୍ୟମରେ ବିଶ୍ୱସ୍ତରୀୟ ହେବା ଆରମ୍ଭ କରିଛି। ଭାରତ ପ୍ରତି ସମଗ୍ର ବିଶ୍ୱର ଦୃଷ୍ଟିକୋଣ ବଦଳି

ଯାଇଛି। ଭାରତୀୟ ସାହିତ୍ୟ ଜୀବନକୁ ସଠିକ୍ ଦିଗଦର୍ଶନ ଦେଉଥିବା ସାହିତ୍ୟ ଭାବରେ ବିବେଚନା କରି ସେ କହିଥିଲେ ଯେ ଏହାର ଭୂମିକା ପ୍ରତ୍ୟେକ ଯୁଗ ଏବଂ ପରିସ୍ଥିତିରେ ପ୍ରାସଙ୍ଗିକ ରହିଛି ଏବଂ ଭବିଷ୍ୟତରେ ମଧ୍ୟ ସେହିପରି ରହିବ। ଏହା ଦେଶର ଏଭଳି ଏକ ବୌଦ୍ଧିକ ସମ୍ପଦ ଯାହା ସବୁବେଳେ ପ୍ରାଚୀନତାକୁ ନବୀନତାରେ ପରିଣତ କରୁଥାଏ ଏବଂ ବାସ୍ତବତାର ସାମ୍ନା କରି ଅନେକ ସମସ୍ୟାର ସମାଧାନ ଦେଇଛି। ଏହି ଅବସରରେ ସଂସ୍କୃତି ମନ୍ତ୍ରାଳୟର ଯୁଗ୍ମ ସଚିବ ଅମ୍ରିତା ପ୍ରସାଦ ସାରାଭାଇ ମଧ୍ୟ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ମନ୍ତ୍ରୀ ଶ୍ରୀ ଶେଖାୱତ ଫିତା କାଟି ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସାହିତ୍ୟ ଏକାଡେମୀ ପ୍ରଦର୍ଶନୀ  ଉଦଘାଟନ କରିଥିଲେ। ଏହି ପ୍ରଦର୍ଶନୀରେ ୨୦୨୪ ବର୍ଷର ସଫଳତାଗୁଡ଼ିକୁ ଫଟୋ ଏବଂ ଆଲେଖ୍ୟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି।
ସାହିତ୍ୟ ଏକାଡେମୀର ସଭାପତି ଶ୍ରୀ ମାଧବ କୌଶିକ ମନ୍ତ୍ରୀଙ୍କୁ ଉତ୍ତରୀୟ, ପୁସ୍ତକ ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ। ସ୍ୱାଗତ ଭାଷଣରେ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ୨୦୨୪ରେ ଏକାଡେମୀର ସଫଳତା ବିଷୟରେ କହିଥିଲେ। ସେ ସୂଚେଇ ଥିଲେ ଯେ ସାହିତ୍ୟ ଏକାଡେମୀ ଗତ ବର୍ଷ ୪୮୪ଟି ପୁସ୍ତକ ପ୍ରକାଶନ ପୂର୍ବକ ୪୫୯ଟି କାର୍ଯ୍ୟକ୍ରମ ଆୟୋଜନ କରିଥିଲା।

ଆଜି ସାହିତ୍ୟ ଉତ୍ସବର ପ୍ରଥମ ଦିନରେ ୧୦୦ରୁ ଅଧିକ ଲେଖକ ୨୦ଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ବହୁଭାଷୀ କବିତା ଓ ଗଳ୍ପ ପାଠ, ଆଦିବାସୀ କବିତା ଏବଂ କାହାଣୀ ପାଠ, ଭାରତୀୟ ସାହିତ୍ୟରେ ନଦୀ, ଭାରତର ଉତ୍ତର-ପୂର୍ବ ଅଞ୍ଚଳର ଲୋକ ସଂସ୍କୃତି, ଭାରତର ସାହିତ୍ୟ କୃତିରେ ଗ୍ରାମୀଣ ସମାଜର ବିଲୁପ୍ତପ୍ରାୟତା ଇତ୍ୟାଦି ବିଷୟ ଉପରେ ଆଲୋଚନା ହୋଇଥିଳା। ଅନେକ ଅଧିବେଶନରେ ବହୁଭାଷୀ କବିତା ଏବଂ କାହାଣୀ ପାଠ ଉପସ୍ଥାପିତ ହୋଇ ଥିଲା। ଆସନ୍ତାକାଲି  ସନ୍ଧ୍ୟା ୫ଟାରେ କମାନୀ ପ୍ରେକ୍ଷାଳୟରେ ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୪ ପ୍ରଦାନ ସମାରୋହ ଅନୁଷ୍ଠିତ ହେବ। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପ୍ରସିଦ୍ଧ ଇଂରାଜୀ ନାଟ୍ୟକାର ମହେଶ ଦତ୍ତାନୀ ଯୋଗଦେବେ। ପୁରସ୍କାର ବିତରଣ ଉତ୍ସବ ପରେ ପ୍ରଖ୍ୟାତ ବଂଶୀବାଦକ ରାକେଶ ଚୌରାସିଆଙ୍କ ବଂଶୀବାଦନ ପରିବେଷିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026

You Might Also Like