-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଦେଶ ବିଦେଶ

ଏସିଆର ସର୍ବବୃହତ ସାହିତ୍ୟୋତ୍ସବ ଉଦଘାଟିତ: ଭାରତକୁ ଏକତାରେ ବାନ୍ଧିବା ପାଇଁ ସାହିତ୍ୟ ହେଉଛି ସବୁଠାରୁ ଶକ୍ତିଶାଳୀ ସୂତ୍ର - ଗଜେନ୍ଦ୍ର ସିଂହ ଶେଖାୱତ

08-Mar-2025



ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ଏସିଆର ସର୍ବବୃହତ ସାହିତ୍ୟୋତ୍ସବ କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ  ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଦ୍ବାରା ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଛି। ଉତ୍ସବକୁ ଉଦଘାଟନ କରି ମନ୍ତ୍ରୀ କହିଥିଲେ ଯେ ସାହିତ୍ୟ ହେଉଛି ସବୁଠାରୁ ଶକ୍ତିଶାଳୀ ସୂତ୍ର ଯାହା ଭାରତକୁ ଏକତାରେ ବାନ୍ଧିଥାଏ। ଭାରତୀୟ ସାହିତ୍ୟର ଗତିଶୀଳତାକୁ ଏହାର ବିଶେଷତ୍ୱ ଭାବରେ ବର୍ଣ୍ଣନା କରି ସେ କହିଥିଲେ ଯେ ପ୍ରଯୁକ୍ତିବିଦ୍ୟାର ଯୁଗରେ, ଆମର ସାହିତ୍ୟ ଏବେ ଅନୁବାଦ ମାଧ୍ୟମରେ ବିଶ୍ୱସ୍ତରୀୟ ହେବା ଆରମ୍ଭ କରିଛି। ଭାରତ ପ୍ରତି ସମଗ୍ର ବିଶ୍ୱର ଦୃଷ୍ଟିକୋଣ ବଦଳି ଯାଇଛି। ଭାରତୀୟ ସାହିତ୍ୟ ଜୀବନକୁ ସଠିକ୍ ଦିଗଦର୍ଶନ ଦେଉଥିବା ସାହିତ୍ୟ ଭାବରେ ବିବେଚନା କରି ସେ କହିଥିଲେ ଯେ ଏହାର ଭୂମିକା ପ୍ରତ୍ୟେକ ଯୁଗ ଏବଂ ପରିସ୍ଥିତିରେ ପ୍ରାସଙ୍ଗିକ ରହିଛି ଏବଂ ଭବିଷ୍ୟତରେ ମଧ୍ୟ ସେହିପରି ରହିବ। ଏହା ଦେଶର ଏଭଳି ଏକ ବୌଦ୍ଧିକ ସମ୍ପଦ ଯାହା ସବୁବେଳେ ପ୍ରାଚୀନତାକୁ ନବୀନତାରେ ପରିଣତ କରୁଥାଏ ଏବଂ ବାସ୍ତବତାର ସାମ୍ନା କରି ଅନେକ ସମସ୍ୟାର ସମାଧାନ ଦେଇଛି। ଏହି ଅବସରରେ ସଂସ୍କୃତି ମନ୍ତ୍ରାଳୟର ଯୁଗ୍ମ ସଚିବ ଅମ୍ରିତା ପ୍ରସାଦ ସାରାଭାଇ ମଧ୍ୟ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ମନ୍ତ୍ରୀ ଶ୍ରୀ ଶେଖାୱତ ଫିତା କାଟି ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସାହିତ୍ୟ ଏକାଡେମୀ ପ୍ରଦର୍ଶନୀ  ଉଦଘାଟନ କରିଥିଲେ। ଏହି ପ୍ରଦର୍ଶନୀରେ ୨୦୨୪ ବର୍ଷର ସଫଳତାଗୁଡ଼ିକୁ ଫଟୋ ଏବଂ ଆଲେଖ୍ୟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି।
ସାହିତ୍ୟ ଏକାଡେମୀର ସଭାପତି ଶ୍ରୀ ମାଧବ କୌଶିକ ମନ୍ତ୍ରୀଙ୍କୁ ଉତ୍ତରୀୟ, ପୁସ୍ତକ ଏବଂ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ। ସ୍ୱାଗତ ଭାଷଣରେ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ୨୦୨୪ରେ ଏକାଡେମୀର ସଫଳତା ବିଷୟରେ କହିଥିଲେ। ସେ ସୂଚେଇ ଥିଲେ ଯେ ସାହିତ୍ୟ ଏକାଡେମୀ ଗତ ବର୍ଷ ୪୮୪ଟି ପୁସ୍ତକ ପ୍ରକାଶନ ପୂର୍ବକ ୪୫୯ଟି କାର୍ଯ୍ୟକ୍ରମ ଆୟୋଜନ କରିଥିଲା।
ଆଜି ସାହିତ୍ୟ ଉତ୍ସବର ପ୍ରଥମ ଦିନରେ ୧୦୦ରୁ ଅଧିକ ଲେଖକ ୨୦ଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ବହୁଭାଷୀ କବିତା ଓ ଗଳ୍ପ ପାଠ, ଆଦିବାସୀ କବିତା ଏବଂ କାହାଣୀ ପାଠ, ଭାରତୀୟ ସାହିତ୍ୟରେ ନଦୀ, ଭାରତର ଉତ୍ତର-ପୂର୍ବ ଅଞ୍ଚଳର ଲୋକ ସଂସ୍କୃତି, ଭାରତର ସାହିତ୍ୟ କୃତିରେ ଗ୍ରାମୀଣ ସମାଜର ବିଲୁପ୍ତପ୍ରାୟତା ଇତ୍ୟାଦି ବିଷୟ ଉପରେ ଆଲୋଚନା ହୋଇଥିଳା। ଅନେକ ଅଧିବେଶନରେ ବହୁଭାଷୀ କବିତା ଏବଂ କାହାଣୀ ପାଠ ଉପସ୍ଥାପିତ ହୋଇଥିଲା। ଆସନ୍ତାକାଲି  ସନ୍ଧ୍ୟା ୫ଟାରେ କମାନୀ ପ୍ରେକ୍ଷାଳୟରେ ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୪ ପ୍ରଦାନ ସମାରୋହ ଅନୁଷ୍ଠିତ ହେବ। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପ୍ରସିଦ୍ଧ ଇଂରାଜୀ ନାଟ୍ୟକାର ମହେଶ ଦତ୍ତାନୀ ଯୋଗଦେବେ। ପୁରସ୍କାର ବିତରଣ ଉତ୍ସବ ପରେ ପ୍ରଖ୍ୟାତ ବଂଶୀବାଦକ ରାକେଶ ଚୌରାସିଆଙ୍କ ବଂଶୀବାଦନ ପରିବେଷିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like