-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||     

HOME   ଜିଲ୍ଲା

ପଦ୍ମପୁରର ଗର୍ବ, ମନୋଜ ଦାଶଙ୍କୁ ପ୍ରେସିଡେଣ୍ଟ ପୋଲିସ ମେଡାଲ

08-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ରାଜବୋଡାସମ୍ବର ପଞ୍ଚାୟତ ସମିତି ଅଧିନସ୍ଥ ଦର୍ଲିଗୁଡା ଗ୍ରାମ ଦାଶ ପରିବାର ର ଅବସର ପ୍ରାପ୍ତ ସିଆଇଏସଏଫ ଡେପୁଟି କମାଣ୍ଡେଣ୍ଟ ମନୋଜ କୁମାର ଦାଶ ଙ୍କୁ ପ୍ରେସିଡେଣ୍ଟ ପୋଲିସ ମେଡାଲରେ ସମ୍ବର୍ଦ୍ଧିତ କରାଯାଇଛି।ଭାରତୀୟ କେନ୍ଦ୍ରୀୟ ଆଦୌତିକ ସୁରକ୍ଷା ବଳ ସିଆଇଏସଏଫ ତାଳିମ କେନ୍ଦ୍ର ଆରାକେନ୍ନମ (ଚେନ୍ନାଇ) ଠାରେ ଆୟୋଜିତ ୫୬ତମ ପ୍ରତିଷ୍ଠା ଦିବସରେ ଏହି ସମ୍ମାନ ପ୍ରଦାନ କରାଯାଇଛି।କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ସାହା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ।ଶ୍ରୀ ଦାଶ ୨୦୧୪ରେ ମଧ୍ୟ ଦେଶ ମାତୃକାର ଉତ୍ତମ ସେବା କରି ପ୍ରେସିଡେଣ୍ଟ ପୋଲିସ ମେଡାଲ ସହ ଅନେକ ପୁରସ୍କାର ପାଇଥିଲେ।ମନ୍ତ୍ରୀ ଶ୍ରୀ ସାହା ନିଜର ଭାଷଣ କ୍ରମରେ ମନୋଜ ଦାଶ ଙ୍କ କାର୍ଯ୍ୟକଳାପର ଉଚ୍ଚ ପ୍ରଶଂସା କରିଥିଲେ।ପଦ୍ମପୁର ର ଏକ ପଲ୍ଲୀରୁ ଯାଇ ଉଚ୍ଚ ପଦବୀରେ ଥାଇ ଉତ୍ତମ ସେବା ଦେଇ ସମ୍ବର୍ଦ୍ଧିତ ହେବା ଏହା ଅଞ୍ଚଳ ପାଇଁ ଏକ ଗୌରବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026
  ରାଜ୍ୟ  
ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ   19-Apr-2026

You Might Also Like