-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||     

HOME   ଜିଲ୍ଲା

ସଂକର୍ଷଣ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

08-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ  ଶିକ୍ଷକ ଚିତ୍ରରେଖା ପ୍ରଧାନଙ୍କ ଅଧ୍ୟକ୍ଷତାରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ ଓ ସୁଶାନ୍ତ କୁମାର ପାଣ୍ଡେ ଅତିଥି,ସିଆରସିସି ସୁଧାଂଶୁ ଶେଖର ଜାଲ ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷକ ଆନନ୍ଦ ଚନ୍ଦ୍ର ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ।ଵିଡିଓ ସାହୁ ଓ ସଂଗୀତା ମହତ୍ତମ ସଭାକୁ ପରିଚାଳନା କରିଥିଲେ। ପ୍ରଧାନ ଶିକ୍ଷକ ଚିତ୍ରରେଖା ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ।ଏହି ଅବସରରେ ଐତିହ୍ୟ ସମ୍ପନ୍ନ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପ୍ରଦାନ କରିଥିବା ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗରେ ଜଗଦୀଶ ମେହେର, ଭାଗିରଥୀ ପଟ୍ଟନାୟକ, ଆର୍ତ୍ତତ୍ରାଣ ପଧାନ, ରାଧାକାନ୍ତ ସାହୁ ସ୍ମୃତି ସ୍ମାରକୀ ପୁରସ୍କାର ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ସରୋଜ ମେହେର, କ୍ରିଷ୍ଣାନନ୍ଦ ଦାଶ, କୃପାସିନ୍ଧୁ ପାଇକ,ସୁଶିବାନନ୍ଦ ଦାଶ,ସତ୍ୟଵତୀ ପଧାନ, କଲ୍ୟାଣୀ ବିଶ୍ବାଳ,ସୁରଭି ସିଂ ଵରିହା,କୁନି ସେଠ, ମୀନତି ସାହୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସ୍କୁଲ ପରିଚାଳନା କମିଟିର କୁମୁଦିନୀ ଲହରିଆ,, ଲକ୍ଷ୍ମୀ ଵାଗ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶିକ୍ଷକ ସୁଶାନ୍ତ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026

You Might Also Like