-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ନର୍ଲା ଡିଗ୍ରୀ କଲେଜ ରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ।

08-Mar-2025



ରୁପ୍ରାରୋଡ  (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ପଞ୍ଚାୟତସମିତି ଡିଗ୍ରୀ କଲେଜ ରେ ମାଇ ଭାରତ ଓ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଆନୁକୂଲ୍ୟରେ ଓ ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁର ମିଳିତ ସହଯୋଗରେ ଆନ୍ତର୍ଜାତିକ ମହିଳା ଦିବସ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଜୋନ୍ ୨ର ହରିଶଙ୍କର ମାଝି, ମୂଖ୍ୟ ବକ୍ତା ଭାବେ ସମାଜସେବୀ ପଦ୍ମଲୋଚନ ମିଶ୍ର, ରିସୋର୍ସ ପର୍ଶନ ଭାବେ କୁମ୍ କୁମ୍ ପ୍ରିୟଦର୍ଶିନୀ ସାହୁ, ସମ୍ମାନିତ ଅତିଥି ଭାବ ସମାଜସେବୀକା ପଙ୍କଜିନି ନାୟକ,ପଞ୍ଚାୟତ ସମିତି ଡିଗ୍ରୀ କଲେଜର ଅଧ୍ୟକ ନାରାୟଣ ନାଏକ, ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ, ଭୂଗୋଳ ଅଧ୍ୟାପିକା ସଂଘମିତ୍ରା ପଣ୍ଡା ,ଓଡ଼ିଆ ଅଧ୍ୟାପକ ସୁଶାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁସମାଜରେ ମହିଳା ମାନଙ୍କର ଭୂମିକା ଏବଂ ସମସ୍ତ ମହିଳା ଏବଂ ବାଳିକାଙ୍କ ପାଇଁ: ଅଧିକାର,ସମାନତା, ସଶକ୍ତିକରଣ  ଉପରେ ଅତିଥିମାନେ ଆଲୋକପାତ କରିଥିଲେ ।

ଉକ୍ତ କଲେଜର ଛାତ୍ରୀ ମାନଙ୍କ ମଧ୍ୟରେ କବିତା ପ୍ରତିଯୋଗିତା ହୋଇଥିଲା ଏବଂ ଉକ୍ତ ପ୍ରତଯୋଗିତାରେ ପ୍ରଥମ ସ୍ଥାନ ମଲ୍ଲିକା ସେଠୀ ଦ୍ୱିତୀୟ ସ୍ଥାନ ଲିଶା ସାହୁ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ ତୃଷ୍ଣା ଛୁରିଆ ଅତିଥିମାନେ ବିଜେତା ପ୍ରତିଭାଗି ମାନଙ୍କୁ ମୋମେଣ୍ଟୋ ପ୍ରଦାନ କରିଥିଲେ । ପରିଶେଷରେ ସୁଶ୍ରୀ କୁମ୍ କୁମ୍ ପ୍ରିୟଦର୍ଶିନୀ ସାହୁ ଙ୍କୁ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯୟକ୍ରମରେ  ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁ ର ସମ୍ପାଦକ ମିଲନ କୁମାର ଭୋଇ ମଞ୍ଚ ପରିଚାଳନା କରିଥିଲେ  ଏବଂ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ର ପୂର୍ବତନ ଜାତୀୟ ଯୁବ ସ୍ଵେଚ୍ଛସେବୀ ହେମାସାଗର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like