-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

08-Mar-2025



କଣ୍ଟାମାଳ(ଜୟ କୁମାର ମହାରଣା): ନାରୀ ଆମ ସମାଜ ଗଠନରେ ଏକ ମୁଖ୍ୟ ଭୂମିକା ଗ୍ରହଣ କରନ୍ତି କିନ୍ତୁ ଆମ ସମାଜରେ ସେମାନେ ହିଁ ଅବହେଳିତ । ସେଥିପାଇଁ  ସମାଜରେ ମହିଳା ମାନେ ଅସୁରକ୍ଷିତ। ସମାଜର ଅଭିବୃଦ୍ଧି ପାଇଁ ମହିଳା ସୁରକ୍ଷା ଓ ସଚେତନତା ଏକମାତ୍ର ଉପାୟ ଏହି ଆକାଂକ୍ଷା କୁ ଆଖି ଆଗରେ ରଖି ରେଆର ଅନୁଷ୍ଠାନ ଦ୍ଵାରା ପରିଚାଳିତ କଣ୍ଟାମାଳ ସ୍ଥିତ   ଡେ କେଆର ଥେରାପି ସେଣ୍ଟର ପ୍ରାଙ୍ଗଣରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମ ଟି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ସହାୟତାରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସେଣ୍ଟରର ଭିନ୍ନକ୍ଷମ ଛାତ୍ର ଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ଯୋଗ ଦାନ କରିବା ସହିତ ସ୍ଵତନ୍ତ୍ର ପ୍ରଶିକ୍ଷିକା ବୀଣାପାଣି ଲୁହା ଅତିଥି ଓ ଅଭିଭାବକ ମାନଙ୍କୁ ସ୍ଵାଗତ ଜଣାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବଂ ପରିଚାଳନା କରି ଥିଲେ। କାର୍ଯ୍ୟକ୍ରମରେ ପାୟଲ ବାଇ ଅଗ୍ରୱାଲ, ସନ୍ତୋଷ ଅଗ୍ରୱାଲ ଓ ସୁଦାମ ଗାଇଗରିଆ ଅତିଥି ଭାବେ ଅଂଶ ଗ୍ରହଣ କରି ଥିଲେ।ସୋମନାଥ ସାହୁଆନ୍ତର୍ଜାତୀୟ ମହିଳା ଦିବସର ଥିମ୍ "ସମସ୍ତ ମହିଳା ଏବଂ ବାଳିକାଙ୍କ ପାଇଁ: ଅଧିକାର। ସମାନତାସଶକ୍ତିକରଣ"ବାବଦରେ ବିବରଣୀ ପ୍ରଦାନ କରିଥିଲେ। ରେଆର ର ଖାଉଟି ପରାମର୍ଶ ଦାତା ସୁଦାମ ଗାଈଗରିଆ ଆଗାମୀ ପିଢ଼ି ର ମହିଳା ମାନଙ୍କୁ ସଶକ୍ତିକରଣ କରିବା ଓ ସେମାନଙ୍କ ଅଧିକାର ସହ ପି.ସି.ପି.ଏଁ. ଡି ଟି ଆକ୍ଟ ଓ ଡାହାଣୀ ବିରୋଧୀ ଆକ୍ଟ ଇତ୍ୟାଦି ବିଷୟରେ କହିଥିଲେ । ଏହାପରେ ବୀଣାପାଣି ଲୁହା ମହିଳା ମାନଙ୍କ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ କିପରି ଠିକ ରେ ରହିବା ଏବଂ କିଛି ସାଧାରଣ ଶାରୀରିକ ବ୍ୟାଧି ଯଥା ପି.ସି.ଓ.ଡି, ଋତୁସ୍ରାବ ଜନିତ ଅନିୟମିତତା, ମେଦବହୁଲତା, ଥାଇରଏଡ ଇତ୍ୟାଦି ଉପରେ ଆଲୋକପାତ କରିଥିଲେ। ଏହା ପରେ ରେଆର୍ ର ସମସ୍ତ କର୍ମକର୍ତ୍ତା ମାନଙ୍କ ଦ୍ଵାରା ଏକ ସଚେତନତା ନାଟକ "ସଂଘର୍ଷ" ପରିବେଷଣ କରିଥିଲେ ଓ କମିନା ନାୟକ ଏକ ସଙ୍ଗୀତ ପ୍ରସ୍ତୁତ କରି ଥିଲେ। ସଭା ଶେଷରେ ସୋମନାଥ ସାହୁ ଧନ୍ୟବାଦ୍ ଦେଇ ଥିଲେ  l ଏହି କାର୍ଯ୍ୟକ୍ରମରେ ସମୀର ପଟେଲ, ମମତା କୁମ୍ଭାର, ଟିକେଚନ ରଣା, ସୁପ୍ରଭା ଯାନି ଓ ଚୌଧୁରୀ ବାରିକ ଆଦି ସାହାଯ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like