-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||     

HOME   ଜିଲ୍ଲା

କୁଚିଣ୍ଡା ରେ ବିଶ୍ୱ ମହିଳା ଦିବସ ପାଳିତ; ସାମାଜିକ ଓ ଅର୍ଥନୈତିକ ବିକାଶ ଦିଗରେ ମହିଳାଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ

08-Mar-2025



କୁଚିଣ୍ଡା(ସିଲୁ ସୁନାନୀ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଳକ ଅନ୍ତର୍ଗତ ଯାଦବ ଭବନ ଠାରେ ଶନିବାର ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି।କୁଚିଣ୍ଡା ନଗର ମହିଳା ମୋର୍ଚ୍ଚା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମହିଳା ମୋର୍ଚ୍ଚା ସଭାନେତ୍ରୀ କୁଞ୍ଜଲତା ନାଏକ ସଭାପତିତ୍ବ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜିବୀ ଶୈଳେନ୍ଦ୍ର କୁମାର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ସମ୍ବଲପୁର ଜିଲ୍ଲା ଭାଜପା ସମ୍ପାଦକ ବିଭୁତିକଲ୍ୟାଣ ପଟେଲ ମୁଖ୍ୟ ବକ୍ତା,ନଗର ମଣ୍ଡଳ ସଭାପତି ପ୍ରାଣବନ୍ଧୁ ନାଥ,ରାଜ୍ୟ ମହିଳା ମୋର୍ଚ୍ଚା ଉପସଭା ନେତ୍ରୀ ଅନୁପମା ନାୟକ,ଏମପି ପ୍ରତିନିଧି ଅରୁଣ ଅଗ୍ରୱାଲ, ଶୁଶିଳ ଅଗ୍ରୱାଲ, ଆଇନଜିବୀ କୁମାରେଶ ଦଶଭାୟା,ଯୁଧିଷ୍ଠିର ମାଝି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ।

ଅତିଥିମାନେ ତାଙ୍କ ବକ୍ତବ୍ଯରେ କହିଥିଲେ ,ମହିଳା ଅଧିକାର, ସାମାଜିକ ଓ ଅର୍ଥନୈତିକ ବିକାଶ ଦିଗରେ ମହିଳାଙ୍କ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।ତେଣୁ ମହିଳାମାନେ ସଚେତନ ହୋଇ ବିକଶିତ ରାଷ୍ଟ୍ର ଗଠନରେ ଭାଗିଦାରି ହେବାକୁ ପରାମର୍ଶ ଦେଇଥିଲେ।ଏଥିରେ କୁଚିଣ୍ଡା ଏନଏସିର ବିଭିନ୍ନ ୱାର୍ଡରୁ ପାଞ୍ଚଶହରୁ ଉର୍ଦ୍ଧ୍ବ ମହିଳା ଯୋଗଦେଇ ଥିଲେ।ମହିଳା ଦିବସ ଅବସରରେ ମିସ ଓଡିଶା ଲିପସା କୁମୁରା ଓ ମହିଳା ଓପିଏଲ କ୍ରିକେଟ ଖେଳାଳୀ ରଶ୍ମିତା ନାଏକଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ।ମହିଳା ନେତ୍ରୀ ସୁନୈନା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ସୌଦାମିନୀ ଛତ୍ରିଆ,ମଞ୍ଜୁକ୍ତା ପରିଡା, ଅନିତା ଛତ୍ରିଆ,ରୂପାଲି ପାଣି,ଗାୟତ୍ରୀ ଚାଲାନ,ସଙ୍ଗିତା ଦାସ, ପୁଷ୍ପାଞ୍ଜଳୀ ପଟେଲ, ଶ୍ରୀକାନ୍ତ ଦ୍ୱିବେଦୀ,ବାବୁଲୁ ଖଣ୍ଡା ପ୍ରମୁଖ ସହଯୋଗ କରିଥିବାବେଳେ, ଶେଷରେ ମହିଳା ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026

You Might Also Like