-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

"ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା "

08-Mar-2025



ଆଜି ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାଠାରେ ପରିବେଶ ଶିକ୍ଷl କେନ୍ଦ୍ର ଭୁବନେଶ୍ୱର ତରଫରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ତତ୍ୱାବଧାନ ରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଭୁବନେଶ୍ୱର ପରିବେଶ ଶିକ୍ଷl କେନ୍ଦ୍ରରୁ ଆସିଥିବା ଡ଼. ରାଜେଶ କୁମାର ମହାନ୍ତ, ସୁଶାନ୍ତ ଲେଙ୍କା, ସତ୍ୟ ରଞ୍ଜନ ଦାସ,ବିଦ୍ୟାଳୟର

ଶିକ୍ଷକ ଶିକ୍ଷୟତ୍ରୀ  ଯଥା ପ୍ରବୀଣ ନାରାୟଣ ପଣ୍ଡା, ନିଲାମ୍ବର ନନ୍ଦ, ଶ୍ରୀମlସୂତା ମଲ୍ଲିକ, ଅପର୍ଣ୍ଣା ପଟେଲ, ମଞ୍ଜରୀ ସୁନା, ଧ୍ରୁବଚରଣ ବିଶ୍ୱାଳ ସଚେତନତା ରାଲିରେ ବିଭିନ୍ନ ସ୍ଲୋଗାନ ସହ ଗ୍ରାମ ପରିକ୍ରମା କରିଥିଲେ l ତାପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ପ୍ରବନ୍ଧ ପ୍ରତିଯୋଗିତାରେ ମାଧୁରୀ ରଣା, ସୁଶୀଳା ନାଏକ, ହୀରାବତୀ ରଣା ଓ ଚିତ୍ରାଙ୍କନ

ପ୍ରତିଯୋଗିତାରେ ଜିତେନ୍ଦ୍ର ଜାଲ, ଆଲୋକ ମହାନନ୍ଦ, କ୍ଷୀରୋଦ୍ର ସୁନା ଉତ୍ତୀର୍ଣ୍ଣ ହୋଇ ପୁରସ୍କୃତ ହୋଇଥିଲେ l ଏହି ପରିପ୍ରେକ୍ଷୀରେ ବୃକ୍ଷ ରୋପଣ ଓ ସବୁଜ ଶପଥ ପାଠ କରାଯାଇଥିଲା l ସମସ୍ତ କାର୍ଯକ୍ରମରେ ପବିତ୍ର ମୋହନ ପଧାନ ଓ ହାରିବଲ ପଧାନ ସହଯୋଗ କରିଥିଲେ l ଶେଷରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like