-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

08-Mar-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକସ୍ତରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି । ଏହି ଲୋକ ଅଦାଲତରେ, ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ  ଡ. ପବିତ୍ର ମୋହନ ସାମଲ, ଶ୍ରୀଯୁକ୍ତ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ, ପି ଏଲ୍ ଏ, (ପି ୟୁ ଏସ୍), ବିକ୍ରମ କେଶରୀ ପଟ୍ଟନାୟକ, ଜଜ୍ ଫ୍ୟାମିଲି କୋର୍ଟ,  ହିମାଂଶୁ ଶେଖର ସିଂହ, ଅତିରିକ୍ତ ଜିଲ୍ଲା ଜଜ୍ ପ୍ରଥମ, ଶ୍ରୀଯୁକ୍ତ ପ୍ରିୟ ରଂଜନ ମିଶ୍ର, ଅତିରିକ୍ତ ଜିଲ୍ଲା ଜଜ୍ ଦ୍ୱିତୀୟ, ମୁଖ୍ୟ ବିଚାର ବିଭାଗୀୟ ଅଧ୍ବକାରୀ, ଶଙ୍ଖ ଚକ୍ରବର୍ତୀ, ରେଜିଷ୍ଟ୍ରାର, ସିଭିଲ କୋର୍ଟ, ଶ୍ରୀଦୀପ୍ ମିଶ୍ର, ଶ୍ରୀଯୁକ୍ତ ଆଶିଷ କୁମାର ସାହୁ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ କୁନ୍‌ମୁନ୍ ଆଚାର୍ଯ୍ୟ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ବୈଶାଳୀ ନାୟକ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଅର୍ଣ୍ଣପୂର୍ଣ୍ଣା ଷଡଙ୍ଗୀ, ଅତିରିକ୍ତ ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଦୀପାରାଣୀ ଜେନା, (ଏସଡିଜେଏମ ) ଶ୍ରୀମତୀ ସାସ୍ୱତୀ ମହାପାତ୍ର, ସିଭିଲ୍ ଜଜ୍ (କନିଷ୍ଠ), ଶ୍ରୀମତୀ ଲକ୍ଷ୍ମୀ ବେହେରା ଜେ.ଏମ୍.ଏଫ୍.ସି., ପବ୍ଲିକ ପ୍ରୋସିକ୍ୟୁଟର (ଜିଲ୍ଲା ଜଜ୍ କୋର୍ଟ), ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ମହାନ୍ତ ଏବଂ ଜିଲ୍ଲା ବାର ର ପ୍ରାୟ ସମସ୍ତ ଓକିଲ ମାନେ ଉପସ୍ଥିତ ଥିଲେ । ଏହା ସହିତ ଜିଲ୍ଲା ର ବିଭିନ୍ନ ରାଜସ୍ବ ଅଧିକାରୀ, ଜାତୀୟକରଣ ବ୍ୟାଙ୍କ, ଜଳ ବିଭାଗ, ବିଦ୍ୟୁତ ବିଭାଗ, ବିଏସଏନଏଲ ଏବଂ ଅନ୍ୟ ବିଭାଗ ମାନଙ୍କର କର୍ମଚାରୀ ମଧ୍ୟ ଏହି ଲୋକ ଅଦାଲତରେ ଭାଗ ନେଇଥିଲେ । ପ୍ରାଧିକରଣର ଅଧ୍ୟକ୍ଷ ସାମଲଙ୍କ ନିର୍ଦ୍ଦେଶରେ ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହଯୋଗରେ ଡା  ନନ୍ଦ କିଶୋର ପାଢ଼ୀଙ୍କର ପ୍ରତ୍ୟକ୍ଷ ତତ୍ବାବଧାନରେ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ଆଶା କର୍ମୀଙ୍କ ମାଧ୍ୟମରେ ବ୍ୟକ୍ତିବିଶେଷ ମାନଙ୍କର ସ୍ବାସ୍ଥ୍ୟ ସମସ୍ୟା ପରୀକ୍ଷା କରାଯିବା ସହିତ, ବଲାଙ୍ଗିର ଜିଲ୍ଲା କାରାଗାରର ଅନ୍ତେବାସୀ ମାନଙ୍କର ଉତ୍ସାହ ବୃଦ୍ଧି କରିବା ପାଇଁ ସେମାନଙ୍କ ଦ୍ବାରା ତିଆରି କରାଯାଇ ଥିବା ବିଭିନ୍ନ ହସ୍ତ ତନ୍ତ୍ର ବସ୍ତ୍ର ଗୁଡିକର ଜିଲ୍ଲା କାରାଗାର କର୍ମଚାରୀଙ୍କ ଦ୍ବାରା ବିକ୍ରି କରାଯାଇଥିଲା | ଏହା ସହିତ ଅଂଶୁଘାତ ରୁ ରକ୍ଷା ପାଇବା ପାଇଁ ସଚେତନତା ଶିବିର ଖୋଲା ଯାଇ ଥିଲା । ଏହି ରାଷ୍ଟ୍ରିୟ ଲୋକ ଅଦାଲତରେ ୨୯ଟି ଦେୱାନୀ ମକୋଦ୍ଦମା ଫଇସଲା ହୋଇ ୨,୬୧,୮୭,୦୦୦ ଟଙ୍କାରେ

ଫଇସଲା  ହୋଇ ଥୁଲା |
୧୭ଟି ବ୍ୟାଙ୍କ ମକୋଦ୍ଦମା ର ସମାଧାନ କରାଯାଇ ୭୮୯୬୫୦୨ ଟଙ୍କା, ୨୨ଟି ମଟର ଦୁର୍ଘଟଣା ଜନିତ ମାମଲା ର ଫଇସଲା କରାଯାଇ ମୋଟ୍ ୧୨୮୩୯୦୦୦ ଟଙ୍କା କ୍ଷତିପୁରଣ ଦେବା ପାଇଁ ଆଦେଶ କରାଯାଇଥିଲା । ୪୯୫ ଟି ଫୌଜଦାରି ମକୋଦ୍ଦମା ଫଇସଲା କରାଯାଇ ୨୪,୫୬,୨୪୯  ଟଙ୍କା ଏବଂ ପାରିବାରିକ ମିଳାମିଶାରେ ୫ ଟି ମାମଲା ଫଇସଲା ହୋଇ ଥିଲା । ୫୪୭୭ ଟି ରାଜସ୍ୱ ମାମଲା ର ବିଚାର କରାଯାଇଥିଲା | ୬୮୧ ଟି ପ୍ରାକ୍ ମକୋଦ୍ଦମା ମାମଲା ର ସମାଧାର କରାଯାଇ ୧,୨୫,୮୧,୧୬୯  ଟଙ୍କା ରେ ଫଇସଲା  ହୋଇ ଥିଲା | ମୋଟ ୬୭୨୬  ଟି ମୋକଦ୍ଦମା ଫଇସଲା କରାଯିବା ସହିତ ୬୧୯୫୯୯୨୦ ଟଙ୍କାର ଫଇସଲା ହୋଇ ଥିଲା ।
ଉକ୍ତ ଲୋକ ଅଦାଲତକୁ ପବିତ୍ରାନନ୍ଦ ପ୍ରଧାନ, ସଚିବ, ଜିଲ୍ଲା ଆଇନ ସେବା ପ୍ରାଧ୍ଵରଣ, ବଲାଙ୍ଗିର ପରିଚାଳନା କରିଥିଲେ । ଆଇନ ଶୃଙ୍ଖଳା ରକ୍ଷା କରିବାରେ ଜିଲ୍ଲା ପୋଲିସ ପ୍ରଶାସନ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk