-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

08-Mar-2025



(ଡୋଲେଶ୍ୱର ବାଗ )
 ନୂଆପଡ଼ା ଜିଲ୍ଲା ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷ ରୁ କଲ୍ୟାଣ ମଣ୍ଡପ ଦୁଇ ଠାରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ବୈଠକ ରେ ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ଖଡିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ ଯୋଗ ଦେଇ ମହିଳା ମାନେ ଶିକ୍ଷିତ ଏବଂ ସଚେତନ ହେଲେ ଗ୍ରାମ, ସହର ଏବଂ ରାଜ୍ୟ ଦେଶ ଉନ୍ନତି ହେବ, ବିକଶିତ ଭାରତ ଗଠନ ସଂକଳ୍ପ ନେବା ପାଇଁ ଆହ୍ବାନ କରିଥିଲେ। ସଭାରେ  ଉତ୍କଳ ବାଲା ଶ୍ରମ ଅଧ୍ୟକ୍ଷ ଅର୍ଚ୍ଚନା ପାଢୀ ଯୋଗ ଦେଇଥିବା ବେଳେ ଏନ୍ ଏ ସି ନିର୍ବାହୀ ଅଧିକାରୀ ସ୍ବାଧୀନ ମହାରଣା, ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାଏକ ଉପାଧ୍ୟକ୍ଷ ଶକୁନ୍ତଳା ରାଉତ, ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ମାନେ  ଯୋଗ ଦେଇଥିଲେ। ମହିଳା ମାନେ ନିଜ ପରିବାର ଏବଂ ସମାଜ ରେ ନିଷ୍ପତ୍ତି ନେବା  ଅଧିକାର ପାଇଥିବା ବେଳେ ପ୍ରତ୍ୟେକ କ୍ଷେତ୍ର ରେ ତାଙ୍କ ଅଗ୍ରାଧିକାର ରହିଅଛି। ସେମାନେ ନିଜ ଆଧିପତ୍ୟ ମଧ୍ୟ ଜାହିର କରିଛନ୍ତି। ସଭାର ସମସ୍ତ ସାମ୍ବାଦିକ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନେ ଯୋଗ ଦେଇଥିବା ବେଳେ ମହିଳା ସ୍ଵଚ୍ଛାସାଥି ଙ୍କୁ ଏହି ମହିଳା ଦିବସ ଉପଲକ୍ଷେ ସମ୍ବର୍ଦ୍ଧିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like