-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||     

HOME   ମହାନଗର

କବାଡ଼ିଆ ଦୋକାନରେ ଅଗ୍ନିକାଣ୍ଡ

16-Jan-2021



ଚନ୍ଦ୍ରଶେଖରପୁର (ପ୍ରେରଣା ଖବର): ଇନ୍‌ଫୋସିଟି ଥାନା ଅଧୀନ ପଟିଆ କାନନବିହାର ଅଞ୍ଚଳରେ ଶୁକ୍ରବାର ଭୋର୍‌ରେ ଏକ କବାଡ଼ିଆ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର କବାଡ଼ିଆ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଚନ୍ଦ୍ରଶେଖରପୁର ଦମକଳ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଏହି ଅଘଟଣରେ କେହି ମୃତାହତ ହୋଇନଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କିଛି ଯୁବକ ଶୀତରୁ ରକ୍ଷା ପାଇବା ପାଇଁ ଆଜି ଭୋର୍‌ରେ ଏହି କବାଡ଼ିଆ ଦୋକାନ ନିକଟ‌ରେ ନିଆଁ ଲଗାଇ ପୁଉଁଥିଲେ। ତେବେ ସେମାନଙ୍କ ଅସାବଧାନତା ଯୋଗୁଁ ନିଆଁ ଦୋକାନ‌ରେ ଥିବା ପୁରୁଣା ଜିନିଷପତ୍ରରେ ଲାଗି ଯାଇଥିଲା। ଏହା ଦେଖି ଯୁବକମାନେ ଭୟରେ ସେଠାରୁ ପଳାଇଥିଲେ। ଚାହୁଁଚାହୁଁ ନିଆଁ ପୂରା ଦୋକାନକୁ ବ୍ୟାପି ଯାଇଥିଲା। ଏହି ସମୟରେ ମର୍ଣ୍ଣିଂୱାକ୍‌ କରୁଥିବା କିଛି ଲୋକ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026

You Might Also Like