-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମୀଟିଙ୍ଗ ହଲ ଠାରେ ଆନ୍ତର୍ଜାତୀକ ମହିଳା ଦିବସ ପାଳିତ

08-Mar-2025



(ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମୀଟିଙ୍ଗ  ହଲ ଠାରେ ଆନ୍ତର୍ଜାତୀକ  ମହିଳା ଦିବସ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଦୁର୍ଗା ଦତ୍ତ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି. ଉକ୍ତ ସଭାରେ ଆସୋସିଏସନ ସର୍ଜନ ଅଫ ଇଣ୍ଡିଆ ସିଟି ବ୍ରାଞ୍ଚ ସମ୍ବଲପୁର ର ସଭାପତି ଡା ରାଜକୁମାର ସାହୁ ସିନିଅର ସର୍ଜରୀ ସ୍ପେସିଆଲିଷ୍ଟ ଡି ଏଚ ଏଚ ବରଗଡ ଓ ସମ୍ପାଦକ ଡା ପ୍ରତ୍ୟୁଷ ରଞ୍ଜନ ବିଶି ଆସୋସିଏଟ ପ୍ରଫେସର ସର୍ଜରୀ ବୁର୍ଲା , ସମଲେଶ୍ୱରୀ ନରସିଙ୍ଗ ହୋମ ବୁର୍ଲା ର ଡିରେକଟର ଡା ରବୀନ୍ଦ୍ର ପ୍ରଧାନ, ସହକାରୀ ପ୍ରଫେସର ସର୍ଜରୀ ଡା ବିଶ୍ୱଜିତ ବେଦବାକ ବୁର୍ଲା,ଡା ବିପିନ ବିହାରୀ ସାହୁ ସର୍ଜରୀ ସ୍ପେସିଆଲିଷ୍ଟ,  ସିନିଅର ସ୍ପେସିଆଲିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ଡା ପ୍ରକାଶ ଚନ୍ଦ୍ର ଦଣ୍ଡସେନା ଓ ଡା ମାନସ ଦଣ୍ଡପାଟ ସବୁ ମଞ୍ଚାସିନ ଥିଲେ. ଏହି ସଭାରେ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମକେନ୍ଦ୍ର ର ଛାତ୍ରୀ ତଥା ବିଜୁ ପଟନାୟକ ନର୍ସିଙ୍ଗ କଲେଜ ସୋନପୁର ର ଛାତ୍ରୀ, ସୁବର୍ଣ୍ଣପୁର ନର୍ସିଙ୍ଗ କଲେଜ ର ସ୍ତୁଡେଣ୍ଟ ସବୁ ଉପସ୍ଥିତ ଥିଲେ ଅନ୍ୟ ମାନଙ୍କ ମଧ୍ୟରେ ଡି ଏଚ ଏଚ ର ସମସ୍ତ ନର୍ସିଙ୍ଗ ଅଫିସର, ଏ ଏମ ଏନ ସି ଡି ଗୀତାଞ୍ଜଳି ମେହେର, ହସ୍ପିଟାଲ ମ୍ୟାନେଜର ବି କେ ସାଗରୀକା ପ୍ରମୁଖ ଉପସ୍ଥିତ ଥିଲେ. ସମସ୍ତ ଅତିଥି ମହିଳା ସଶକ୍ତି କରଣ ଉପରେ ମତ ରଖିଥିଲି. ମହିଳା ମାନଙ୍କର  ସ୍ୱାସ୍ଥ୍ୟ କିପରି ଭଲ ରହିବ ଓ ସମାଜ ରେ ସେମାନେ କିପରି ପ୍ରତିଷ୍ଠିତ ହୋଇ ଦେଶ ଗଠନ ରେ ପ୍ରମୁଖ ଭୂମିକା ନେଇପାରିବେ ତା ଉପରେ ମତ ପ୍ରକାଶ ହୋଇଥିଲା. ମହିଳା ମାନେ ବିଭିନ୍ନ ରୋଗ ଯଥା ବ୍ରେଷ୍ଟ କେନସର ୟୁଟେରସ କ୍ୟାନସର ରୁ ପ୍ରାଥମିକ ସ୍ତର ରୁ ଚି଼ହ୍ନଟି କରଣ ହୋଇ ଏ ସବୁ ରୁ ମୁକ୍ତି ଲାଭ କରିବେ ତା ଉପରେ ପାୱାର ପଏଣ୍ଟ  ମାଧ୍ୟମ ରେ ବୁଝାଇ ଦିଆଯାଇଥିଲା. ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଓ ଶେଷ ରେ ଧନ୍ୟବାଦ ଅର୍ପଣ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk