-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

*ମାର୍ଚ୍ଚ ୯ ରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ନାଟ୍ ମେଲା* - *ଦ୍ୱାରିକାନାଥ ନାୟକ ପାଇବେ ରାଷ୍ଟ୍ରୀୟ ନାଟ୍ ସମ୍ମାନ* - *୨୧ ଜଣ ମଂଚ଼ ଅଭିନେତ୍ରୀ ପାଇବେ ନାଟ୍ ସରସ୍ବତୀ ସମ୍ମାନ* - *୭ ଜଣ କବି ପାଇବେ ନାଟ୍ ଉଦୟ କବି ପ୍ରତିଭା ସମ୍ମାନ*

08-Mar-2025



(ମନୋରଞ୍ଜନ ତ୍ରିପାଠୀ )
ନାଟକ, ସାହିତ୍ୟ ଏବଂ ସମାଜସେବା ପ୍ରତି ସମର୍ପିତ ସୁବର୍ଣ୍ଣପୁରର ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର ଥିଏଟର (ନାଟ୍ ) ମାର୍ଚ୍ଚ ୯ ତାରିଖରେ ଆୟୋଜିତ କରୁଛି ରାଷ୍ଟ୍ରୀୟ ନାଟ୍ ମେଲା ୨୦୨୫ । ସ୍ଥାନୀୟ ସଂସ୍କୃତି ଭବନରେ ସକାଳ ୯ ଘଣ୍ଟା ୩୦ ମିନିଟରୁ ଆରମ୍ଭ ହୋଇ ଏହି ଉତ୍ସବ ଆୟରାହ୍ନ ୨ ଘଣ୍ଟାରେ ସମାପନ ହେବ । ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ତଥା ନାଟ୍ୟକାର ଓ ନିର୍ଦ୍ଦେଶକ ଡ. ଦ୍ୱାରିକାନାଥ ନାୟକଙ୍କୁ ରାଷ୍ଟ୍ରୀୟ ନାଟ୍ ସମ୍ମାନରେ ସମ୍ମାନିତ କରାଯିବ ସହ ଆଗାମୀ ଏକ ବର୍ଷ ପାଇଁ ନାଟ୍ ର ସଭାପତି ଭାବେ ଅଭିଷିକ୍ତ କରାଯିବ । ରଂଗମଞ୍ଚ ପ୍ରତି ଦଶ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ସମର୍ପିତ ଥିବା ରାଉରକେଲାର ନୀତା ଗୋସ୍ୱାମୀ, ପ୍ରିୟଦର୍ଶିନୀ ସ୍ୱାଇଁ, ନିବେଦିତା ଜେନା, ପ୍ରମିଳା ଜେନା, ସୁନ୍ଦରଗଡ଼ର ଲକ୍ଷ୍ମୀପ୍ରଭା ପତି, ଲତିକା ପଟ୍ଟନାୟକ, ସମ୍ବଲପୁରର ପୁଷ୍ପାଞ୍ଜଳି ବେହେରା,  ମୀନା ବୋଷ ମିଶ୍ର,  ମମତା ପଣ୍ଡା, ତୃପ୍ତି ପଣ୍ଡା, ଟିଟିଲାଗଡ଼ର ଶୋଭାରାଣୀ ସିହ୍ନା, ଭବାନୀପାଟନାର ବନିତା ଦୁର୍ଗା, ଚାରୁଲତା ଛତ୍ରିଆ , 
ଲୋଚନି ବାଗ, ବରଗଡ଼ର କନକ ଦଣ୍ଡସେନା, ମମତା ଦୀପ, ସୁଶୀଳା ନାୟର, ଅଞ୍ଜଳି ମହତ୍ତମ, ବଲାଙ୍ଗିରର ଶ୍ରୀରାଧା, ଶୁଭ୍ରାଂଶୀ ପାଣିଗ୍ରାହୀ ଏବଂ ସୁବର୍ଣ୍ଣପୁରର ଶ୍ରଦ୍ଧାଞ୍ଜଳି ମିଶ୍ରଙ୍କୁ ନାଟ୍ ସରସ୍ବତୀ ସମ୍ମାନରେ ସମ୍ମାନିତ କରାଯିବ। କବିତା ସପ୍ତସ୍ୱରରେ ଭାଗନେବାକୁ ଥିବା କବି ଲକ୍ଷ୍ମଣ ମିଶ୍ର, ଚନ୍ଦନ ନାଗ, ବଳବନ୍ତ ସାହୁ, ଜଗନ୍ନାଥ ସାହୁ, ଆଶିଷ କୁମାର ମିଶ୍ର, ସୁଜିତ କୁମାର ସତପଥି ଏବଂ ମୃଗେଶ ବୈଷ୍ଣବ ପାଣିଗ୍ରାହୀଙ୍କୁ ନାଟ୍ ଉଦୟ କବି ପ୍ରତିଭା ସମ୍ମାନରେ ସମ୍ମାନିତ କରାଯିବ ।ଏହା ବ୍ୟତିତ ଆମ ଅଂଚଳର ରଂଗମଂଚ ଏବଂ ଅଭିନେତ୍ରୀ ସମସ୍ୟା ବିଷୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେବ ବୋଲି ନାଟ୍ ର କାର୍ଯ୍ୟକାରୀ ସଭାପତି ପ୍ରଦ୍ୟୁମ୍ନ କୁମାର ସାହୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନାଟ୍ ର ସାଧାରଣ ସମ୍ପାଦକ ବନମାଳି ପଣ୍ଡା, ସାମାଜିକ କର୍ମୀ ଗୌରୀଶ୍ୟାମ ପଣ୍ଡା, କବି ଆର୍ତ୍ତତ୍ରାଣ ବାବୁ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ନାଟ୍ ସଂସ୍କୃତି କୋର କମିଟିର ସଦସ୍ୟ ସମୀର ସାହୁ ଉପସ୍ଥିତ ଥିଲେ । ନାଟ୍  ସମାଜସେବା କୋର କମିଟିର କାର୍ଯ୍ୟକାରୀ ଆବାହିକା ପ୍ରଜ୍ଞା ପରିମିତା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like