-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ପି ଏମ ଶ୍ରୀ ଉଚ୍ଚ ସରକାରୀ ବିଦ୍ୟାଳୟ କାରଙ୍ଗାମାଲ ର ୫୩ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ।

08-Mar-2025



ନୂଆପଡା :(ଡୋଲେଶ୍ବର ବାଗ) ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ କରଙ୍ଗାମଲ ପି ଏମ ଶ୍ରୀ ଉଚ୍ଚ ସରକାରୀ ବିଦ୍ୟାଳୟ ର ୫୩ ତମ ବାର୍ଷିକକ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଭାପତି ଶ୍ରୀଯୁକ୍ତ ସତ୍ୟନାରାୟଣ ମେହେର (ପ୍ରଧାନ ଶିକ୍ଷକ ପି ଏମ ଶ୍ରୀ ଉଚ୍ଚ ସରକାରୀ ବିଦ୍ୟାଳୟ କରାଙ୍ଗାମାଲ) ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ରାଜେନ୍ଦ୍ର ବଢେଇ (ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ),ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଲମ୍ବୋଦର ନିଆଲ (ପୂର୍ବତନ ଅଧ୍ୟକ୍ଷ ପଞ୍ଚାୟତ ସମିତି ବୋଡ଼େନ), ସମ୍ମାନିତ ଅତିଥି ଶ୍ରୀଯୁକ୍ତ ମହେଶ କୁମାର ଦଣ୍ଡସେନା (ଜିଲ୍ଲା ଶାରୀରିକ ଅଧିକାରୀ), ସମ୍ମାନିତ ଅତିଥି ଶ୍ରୀଯୁକ୍ତ ବଦ୍ୟନାଥ ପଣ୍ଡା ( ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ କରଂଗାମାଲ ହାଇସ୍କୁଲ),, ସମ୍ମାନିତ ଅତିଥି ଶ୍ରୀଯୁକ୍ତ ରାଧାକାନ୍ତ ଯୋଷୀ (ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ତୁକଲା ହାଇସ୍କୁଲ)ମୁଖ୍ୟ ବକ୍ତାଭାବେ ଶ୍ରୀଯୁକ୍ତ ସନତ କୁମାର ପଣ୍ଡା (ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ସିନାପାଳି ହାଇସ୍କୁଲ) ମଞ୍ଚାସିନ ହୋଇଥିଲେ । ଦେବପୂଜନ ସହ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା । ବିଦ୍ୟାଳୟ ତଥା ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାର‌ ପରିସ୍ଫୁଟ ପାଇଁ ବାର୍ଷିକ କ୍ରୀଡା ଉତ୍ସବର ଗୁରୁତ୍ବ ଓ‌ ଶିକ୍ଷାର ମହତ୍ତ୍ଵ ସଂପର୍କରେ ସମସ୍ତ ଅତିଥି ଓ‌ ବକ୍ତା ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ । ବିଭିନ୍ନ ବିଭାଗର କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ସହ ପୁରସ୍କୃତ କରାଯାଇଥିଲା ।  ଏହି କାର୍ଯ୍ୟକ୍ରମକୁ  ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ  ସୁଶାନ୍ତ କୁମାର ବୁ ବାଗ ପରିଚାଳନା କରିଥିବା ବେଳେ କଳାଶିକ୍ଷକ ଶ୍ରୀଯୁକ୍ତ ହରିଶଙ୍କର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟ କ୍ରମ କୁ ସମସ୍ତ ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like