-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||     

HOME   ଜିଲ୍ଲା

କ୍ରିକେଟ୍ ମହାସମର ଆଗକୁ ବଲାଙ୍ଗୀର ଚାମ୍ପିଅନ ଟ୍ରଫି ନେଇ ବୈଠକ

08-Mar-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ୍ ପରିସରରେ ଆଜି ବଲାଙ୍ଗୀର ଚାମ୍ପିଅନ ଟ୍ରଫି କ୍ରିକେଟ ଲିଗ୍ ମେଚ କୁ ନେଇ ଏକ ଜରୁରକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ତେବେ ଆଜିର ବୈଠକରେ ଯୁବ ଖେଳାଳି ସହ ପୂର୍ବତନ କ୍ରିକେଟ ଖେଳାଳୀଙ୍କ ମଧ୍ୟରେ ଜରୁରୀ ବୈଠକ ଅନୁଷ୍ଟିତ ହୋଇଯାଇଛି।ଯେଉଁଥିରେ ବଲାଙ୍ଗିରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଲାଙ୍ଗୀର ଚାମ୍ପିଅନ କ୍ରିକେଟ ଲିଗ୍ ଆରମ୍ଭ ହେବାକୁ ଯାଉଛି।ଯାହା ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ହୋଇଛି।କେବଳ ବଲାଙ୍ଗୀର ଜିଲ୍ଲାର ଖେଳାଳିଙ୍କୁ ନେଇ ମାର୍ଚ୍ଚ ୧୦ ତାରିଖରୁ ଖେଳାଳି ଆବେଦନ ଫର୍ମ ପ୍ରକିୟା ଆରମ୍ଭ ହୋଇ ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୬ଟି କ୍ରିକେଟ ଦଳ ଭାଗ ନେବେ । ୨୦ଓଭର ବିଶିଷ୍ଟ କ୍ରିକେଟ ମେଚ ହେବ।ସକାଳ ୮ଟା ରୁ ଗୋଟେ ମେଚ ମଧ୍ୟାହ୍ନ ୨ଟା ରୁ ଗୋଟେ କ୍ରିକେଟ ମ୍ୟାଚ ହେବା ନେଇ ଆଜିର ଆଲୋଚନା ବୈଠକ ରେ ନିଷ୍ପତ୍ତି ରହିଛି।ତେବେ କେବେ ଠୁଁ ଓ କେତେ ତାରିଖ ରୁ ଆରମ୍ଭ ହେବ ସେ ନେଇ କମିଟି ନିର୍ଦ୍ଧାରିତ କରିନି।ଯାହା ୧୦ ରୁ ୨୦ ତାରିଖ ପର୍ଯ୍ୟନ୍ତ ଖେଳାଳି ଚୟନ ପ୍ରକିୟା ପରେ ତାହା ନିଷ୍ପତ୍ତି ହେବା ନେଇ ଉପସ୍ଥିତ ସମସ୍ତ ଖେଳାଳିଙ୍କ ମଧ୍ୟରେ ଆଲୋଚନା ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026

You Might Also Like