-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||     

HOME   ଜିଲ୍ଲା

ବିନିକାରେ ମହିଳା ଆନ୍ତର୍ଜାତୀୟ ଦିବସ ପାଳିତ

08-Mar-2025



 ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ଏନଏସିରେ ମହିଳା ଆନ୍ତର୍ଜାତୀୟ ଦିବସ ପାଳିତ ହୋଇଯାଇଛି । ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ମଲ୍ଲିକ ସଭାପତିତ୍ବ କରି ବର୍ତ୍ତମାନ ଯୁଗରେ ଖାଦ୍ୟ, ବସ୍ତ୍ର ମିଳୁଛି ହେଲେ ସଂସ୍କାର ମିଳୁନାହିଁ । ଉଦାହରଣ ସ୍ୱରୂପ ଛୁଆ ଜନ୍ମ ହେବା ପରେ ମା ଡାକ ପ୍ରଥମ।ସଂସ୍କାର ମା ଠାରୁ ହିଁ ଆରମ୍ଭ । ତେଣୁ ଏହାକୁ ବଦଳାଇ ପାରିଲେ ଏକ ସୁସ୍ଥ ସୁନ୍ଦର ଦେଶ ଗଠନ ହୋଇ ପାରିବ । ସେଥିପାଇଁ ଆଜିର ସମାଜରେ ଉଭୟ ପୁରୁଷ ଓ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିନିକା ତହସିଲଦାର ରେଶମା ଭୋଇ,ସମ୍ମାନିତ ଅତିଥି ଭାବେ ଉପଧକ୍ଷା ତପସ୍ଵିନୀ ମେହେର ଯୋଗଦେଇ କର୍ତ୍ତବ୍ୟ ପଥରେ ମହିଳା ମାନେ କିପରି ଅଗ୍ରସର ହେଉଛନ୍ତି ସେ ଦିଗରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ କାଉନସିଲର ରେଣୁକା ବରାଇ, ସମାଜସେବୀ ଦୀପାନ୍ନିତା ମାହାଣା, ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ଛାତ୍ରୀ ଆଲିସା ମେହେର  ସଂଯୋଜନା କରିଥିଲେ। ପରେ ଉପସ୍ଥିତ ମହିଳା ମାନଙ୍କ ମନୋରଞ୍ଜନ ସକାଶେ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ସେହିପରି ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଯୁବ 

ରେଡକ୍ରସ ଓ ରେଡ ରିବନ କ୍ଳବ ତରପରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି।ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଧୀରେନ୍ଦ୍ର କୁମାର  ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନୀତ ଅତିଥି ଭାବରେ ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ରୁଦ୍ରନାରାୟଣ ଦାଶ, ମାନସ ରଞ୍ଜନ ମିଶ୍ର, ଇତିହାସ ବିଭାଗର ଦିପ୍ତିରାଣୀ ସ୍ବାଇଁ,ଶିକ୍ଷା ବିଭାଗର ନୀଲିମା ଦାଶ, ମୁଖ୍ଯବକ୍ତା ଭାବେ ବାଣୀପ୍ରସାଦ ବିଶ୍ବାଳ ଯୋଗଦେଇ ସମାଜ ରେ ମହିଳା ମାନଙ୍କ ଭୂମିକା ଓ ଗୁରୁତ୍ଵ ଉପରେ ବକ୍ତବ୍ଯ ରଖି ଥିଲେ। କାର୍ଯ୍ୟକ୍ରମକୁ ଅର୍ଥନୀତି ଅଧ୍ୟାପକ ତଥା ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ବିଶ୍ବନାଥ ମିଶ୍ର ପରିଚାଳନା କରିଥିବା ବେଲେ ସଂସ୍କୃତ ବିଭାଗ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026

You Might Also Like