-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଦେବଦତ୍ତ କ୍ଲବ ତରଫରୁ ବୁଡାମାଲ ଠାରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର

08-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ବୁଡାମାଲ ସ୍ଥିତ ଗାୟତ୍ରୀ କଲ୍ୟାଣ ମଣ୍ଡପ ଠାରେ  ଜଙ୍ଗଲ ନିଆଁ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେବଦତ୍ତ କ୍ଲବ ସଭାପତି କିଶୋର ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସମ୍ପାଦକ କାହ୍ନୁ ଚରଣ ମାଝୀ,କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ ପଣ୍ଡା,ସମାଜସେବୀ ଫକୀର ରଣା  ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ସମସ୍ତ ଅତିଥି ମାନେ  ଜଙ୍ଗଲରେ ନିଆଁ ଲାଗିଲେ କିପରି ତାର ନିରାକରଣ କରାଯାଇ ପାରିବ ସେ ଉପରେ ଅନେକ ସଚେତନ ବାର୍ତ୍ତା ଦେଇଥିଲେ ।  ସମ୍ପାଦକ ଶ୍ରୀଯୁକ୍ତ ମାଝୀ କେବଳ ଜଙ୍ଗଲ ବିଭାଗ ଉପରେ ଭରସା ନ କରି ପ୍ରତିଟି ଲୋକ ଏଥି ପ୍ରତି ଯତ୍ନବାନ ରହି ଦାୟିତ୍ଵ ନେଇ ଜଙ୍ଗଲ ବିଭାଗକୁ  ସହଯୋଗର ହାତ ବଢାଇଲେ ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁକୁ ରୋକାଯାଇପାରିବ ବୋଲି ପ୍ରକାଶ କରିବା ସହ ସମସ୍ତ ଗ୍ରାମବାସୀଙ୍କ ସହଯୋଗ ପାଇଁ ନିବେଦନ କରିଥିଲେ । ଏହି ଅବସରରେ ଗାୟତ୍ରୀ ପିଠ ଠାରେ ବୃକ୍ଷ ରୋପଣ କରି ଜନ୍ମ ଦିବସ, ବିବାହ ବାର୍ଷିକ, ଜନ୍ମ ଜୟନ୍ତୀ ଦିବସ,ନୂତନ ବିବାହ ସମୟରେ ତଥା ପ୍ରତିଟି ସ୍ବତନ୍ତ୍ର ଦିବସକୁ ମନେ ପକାଇବା ପାଇଁ ଏକ ବୃକ୍ଷ ରୋପଣ କରିବା ପାଇଁ ଅନୁରୋଧ କରିଥିଲେ।ପରେ ସମସ୍ତ ଅତିଥି ଓ ମହିଳା ମାନେ ଏକ ସୁନ୍ଦର ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଲୋକ ମାନଙ୍କୁ ସଚେତନ କରିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ଦେବଦତ୍ତ କ୍ଳବର ଉମାକାନ୍ତ ସାହୁ,ବିଜୟ ମାଝି,ବିରେନ୍ଦ୍ର ବାରିକ,ପଦ୍ମାବତୀ ସାହୁ,ରଶ୍ମିତା ସାହୁ,ବୀଣାପାଣି ସାହୁ ଉପସ୍ଥିତ ରହି ସମସ୍ତ ପ୍ରକାର ସହଯୋଗ କରିଥିବା ବେଳେ ବୁଡାମାଲ ଓ ଆଖ ପାଖ ଗ୍ରାମରୁ ଅଙ୍ଗନୱାଡ଼ି କର୍ମୀ,ଆଶା ଦିଦି,ଶତାଧିକ ମହିଳା ଯୋଗ ଦେଇଥିଲେ । ପରିଶେଷରେ ଶେଷଦେବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like