-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

08-Mar-2025



ତୁରେକେଲା (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି।ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ ଜଳନ୍ଧର ମହାକୁଡ଼ ମୁଖ୍ୟ ଅତିଥି, ଭୁତପୂର୍ବ ସରପଞ୍ଚ ସନ୍ତୋଷ ମାଝୀ, ସମିତି ସଭ୍ୟା ପଦ୍ମା ସମରଥ,ଭାଗୀରଥୀ ରଣା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବ ବଗର୍ତ୍ତୀ ସଭା ପରିଚାଳନା ଓ ଶିକ୍ଷକ ସୁନୀଲ ରଞ୍ଜନ ସଲତାର ଧନ୍ୟବାଦ ଅର୍ପଣ କରିଥିଲେ।

ପୂଜାର୍ଚ୍ଚନା ପରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।ତାପରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଆଗରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ମୁଖ୍ୟ ବକ୍ତା ଶ୍ରୀ ଦାଶ ଉପସ୍ଥିତ ସମସ୍ତଙ୍କୁ ଗଳ୍ପ ମାଧ୍ୟମରେ ପରିବେଶ ସୁରକ୍ଷା ଓ ଜଙ୍ଗଲ ରକ୍ଷା ଉପରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ସଫଳ କରିବାରେ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like