-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଟେମରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ

08-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଟେମରୀ ଗ୍ରାମ ପଞ୍ଚାୟତ ର ସରପଞ୍ଚ ଦିଲ୍ଲିପ କୁମାର ବେହେରା , ମୁଖ୍ୟବକ୍ତା ଶ୍ରୀଯୁକ୍ତ ଦେବେନ୍ଦ୍ର ସାହୁ ସମ୍ବଲପୁରୀ କୋସଲି ବ୍ୟଙ୍ଗ ହାସ୍ୟ କବି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପାଇକମାଲ  ଶ୍ରୀଯୁକ୍ତ ଧଳେନ୍ଦ୍ର କୁମାର ବାରିକ, ଆଞ୍ଚଳିକ ସାଧନା କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ମହେଶ୍ଵର ହରିପାଲ ଅନ୍ୟ ମାନଙ୍କ ମଧ୍ୟରେ ସ୍କୁଲ ଚେୟାରମ୍ଯାନ ବସନ୍ତ ସାହୁ ଉପସ୍ଥିତ ଥିଲେ l ସର୍ବ ପ୍ରଥମେ ସମସ୍ତ ଅତିଥି ମାନଙ୍କ ଦ୍ଵାରା ମା ସରସ୍ୱତୀ ଙ୍କୁ ପୂଜାର୍ଚନା କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଅନେକ ଉଦାହରଣ ମାଧ୍ୟମରେ ଆଗକୁ ବଢିବାକୁ ଉତ୍ସାହିତ କରିଥିଲେ l ସମସ୍ତ କୃତି ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିବା ସହିତ ଗାଁ ର ଅବସରପ୍ରାପ୍ତ ଶିକ୍ଷକ ମାନଙ୍କୁ ଏବଂ ଅନେକ ଅନ୍ୟ ପ୍ରତିଭା ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା l ସଭା ର ସଭାପତି ଭାବେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲଲିତ ମୋହନ ଭୋଇ ସଭାପତିତ୍ବ କରିଥିଲେ ଅନ୍ୟମାନଙ୍କ ମଧ୍ୟରେ ହୃଦାନନ୍ଦ ଭୋଇ ପ୍ରଧାନ ଶିକ୍ଷକ ଝାରବନ୍ଧ ଉଚ୍ଚ ବିଦ୍ୟାଳୟ, କେଦାରନାଥ ରାଉତ ଆଞ୍ଚଳିକ ସାଧନା କେନ୍ଦ୍ର ସଂଯୋଜକ ମିଠାପାଲି, ନରସିଂହ ସାହୁ ଭାଲିଆଡିହି, ବିଦ୍ୟାଳୟ ର ସହକାରୀ ଶିକ୍ଷକ କୈଳାସ ବରିହା, ଯୁଧିଷ୍ଠିର ଯୋଶୀ, କ୍ଷୀରୋଦ ଚନ୍ଦ୍ର ଦେବତା, ଉପେନ୍ଦ୍ର ପ୍ରଧାନ, ରିତୁପର୍ଣ୍ଣl ସିଂ ବରିହା, ଅକ୍ଷୟ  ଡୁଡୁକା, ହୃଦାନନ୍ଦ ରଣା ଅନ୍ତନିବେଶୀ ଶିକ୍ଷା ସେବି ଆଦି ସହଯୋଗ କରିଥିଲେ ପରିଶେଷରେ ଶିକ୍ଷକ ଉପେନ୍ଦ୍ର ପ୍ରଧାନ ଙ୍କ ଦ୍ୱାରା ବିବରଣୀ ପଠନ କରାଯିବା ସହ ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସlଙ୍ଗ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like