-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ମହିଳା ଦିବସ ପାଳନରେ ସ୍ବାବଲମ୍ବୀ ମହିଳା ମାନଙ୍କୁ ସମ୍ମାନିତ

08-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ପାଇକମାଳ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମ ରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଛି।ପାଇକମାଳ ବ୍ଲକ ଆଇକେଡ଼ା  ଅନୁଷ୍ଠାନ ମହିଳା ସଂଗଠନ ଦ୍ଵାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶତାଧିକ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ କର୍ମକର୍ତ୍ତା ଯୋଗ ଦେଇଥିଲେ।ଆଜିର ଦିନରେ ସମାଜରେ ମହିଳା ମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ରହିଛି।ଦେଶରେ ମହିଳା ମାନେ ମଫସଲ ଗାଁ ଠାରୁ ଅର୍ନ୍ତଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରୁଥିବା ବେଳେ ସାଧାରଣ ଗାଁ ର ମହିଳାମାନେ ମଧ୍ୟ ଦେଶର ସର୍ବୋଚ୍ଚ ପଦବୀ ରାଷ୍ଟ୍ରପତି ପଦରେ ଅଧିଷ୍ଠିତ ହୋଇଥିବା ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ।ସାଧାରଣତଃ ପୌରାଣିକ କିମ୍ୱଦନ୍ତୀ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ମହିଳା ମାନେ ସର୍ବତ୍ର ପୂଜିତ ଅଟନ୍ତି।ସ୍ଵାଧୀନତା ସଂଗ୍ରାମୀ ଠାରୁ ଆରମ୍ଭ କରି ଦେଶର ପ୍ରତ୍ୟେକ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରୁଥିବା ମହିଳା ମାନେ ପୂଜିତ ଅଟନ୍ତି।ଅନ୍ତର୍ଜାତୀୟ ତଥା ଦେଶରେ ଅତି ଗୁରୁତ୍ବପୂର୍ଣ୍ଣ ଭୂମିକା ନିଭାଉଥିବା ମହିଳା ମାନଙ୍କୁ ଉଦାହରଣ ଦେଇ ଆଜିର ମହିଳା ଦିବସରେ ବରେଣ୍ୟ ଅତିଥିମାନେ ମନେ ପକାଇଥିଲେ। ଆଇକେଡ଼ା ର ବରଗଡ଼ ଜିଲ୍ଲା କୋଡ଼ିନେଟର ପ୍ରବୀର  ନାଗ ସଭା ପରିଚାଳନା କରିଥିବା ବେଳେ FPC ବୋର୍ଡ ମେମ୍ବର ଶରତ ଠାକୁର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ମୁଖ୍ୟ ଅତିଥି ଭାବେ ପଦ୍ମପୁର କୃଷି ଜିଲ୍ଲା ଅଧିକାରୀ ପ୍ରଭାସ ପଣ୍ଡା,ସମ୍ମାନିତ ଅତିଥି ଭାବେ ନୀତି ଆୟୋଗ ଏବିଏଫ ସୁଶ୍ରୀ ମଧୁସ୍ମିତା ବେହେରା ଓ ମୁଖ୍ୟ ବକ୍ତା ଭାବେ ବ୍ଲକ କୃଷି ଅଧିକାରୀ ସୋମନାଥ ମହାପାତ୍ର ସମେତ ସୁଜାତା ଧରୁଆ,ଆକାଂକ୍ଷା ନାମଦେଓ ଯୋଗଦେଇ ସମାଜରେ ନାରୀ ମାନଙ୍କ  ଭୂମିକା ଉପରେ ଆଲୋକପାତ କରିଥିଲେ।ଏ ଅବସରରେ ଟେଲରିଙ୍ଗ ଶିକ୍ଷାରେ ଅଗ୍ରଣୀ ଭୂମିକା ନିଭାଉଥିବା ସହ ଜଣେ ସଫଳ ଚାଷୀ ହିସାବରେ ସ୍ବାବଲମ୍ବୀ ମହିଳା ସୁଶ୍ରୀ କୌଶଲ୍ୟା ଧାରୁଆ ଓ ଗୋ ପାଳନ ସହ ଗ୍ରୋଷୋଲି ଦୋକାନ କରି ସ୍ବାବଲମ୍ବୀ ହୋଇଥିବା ମହିଳା ସୁଶ୍ରୀ ସୁରେଖା ଡନସେନା ସମେତ କୁନ୍ତଳା ମାଝୀ,ଲକ୍ଷ୍ମୀ ଭୋଇ,ସାତମତି ପୁଟା, ଝୁନିଆ ପୁଟା,ଉମା ସୁନା,ବିଳାସିନୀ ବିନ୍ଧାଣୀ,ଡାଳିମ୍ବ ବଗର୍ତ୍ତୀ,ବୀଣା ମଗର, ଉମା ପୁଟା,ପଦ୍ମା ବଗର୍ତ୍ତୀ ପ୍ରମୁଖଙ୍କୁ ଉପଢୋକାନ ଓ ପୁଷ୍ପ ଗୁଚ୍ଛ ଦେଇ ଅନୁଷ୍ଠାନ ପକ୍ଷରୁ ବରେଣ୍ୟ ଅତିଥିଙ୍କ ଦ୍ଵାରା ସମ୍ମାନିତ କରାଯାଇଥିଲା।ଏଥିସହ ସମାଜ ସେବାରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରୁଥିବା ପ୍ରକୃତିବନ୍ଧୁ ସାମ୍ବାଦିକ ଶ୍ରୀ ଧିରେନ ମହାନ୍ତି ଙ୍କୁ ମଧ୍ୟ ଉପଢୋକନ ଓ ପୁଷ୍ପ ଗୁଚ୍ଛ ଦେଇ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଥିଲା।ପରିଶେଷରେ FPC ର ବୋଡ଼ ମେମ୍ବର ଶ୍ରୀ ଦୁର୍ଯୋଧନ ପୁଟା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026

You Might Also Like