-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଏସ୍ ପି ଙ୍କ ଅଫିସ ସମ୍ମୁଖରେ ବୃଦ୍ଧ ଙ୍କୁ ନିର୍ମମ ହତ୍ୟା: ଘଟଣାର ୫ଦିନ ପରେ ହତ୍ୟାକାରୀ ଗିରଫ

08-Mar-2025



ନୂଆପଡ଼ା(ପରମେଶ୍ୱର ମେହେର):  ନୂଆପଡ଼ା ଜିଲ୍ଲା ସଦର ମହକୁମା ୱାର୍ଡ଼ ନମ୍ବର-୧୨ ସ୍ଥିତ ଏସପି ଙ୍କ ବାସଭବନ ସମ୍ମୁଖ ଜାତୀୟ ରାଜପଥ ୩୫୩ ଉପରେ ଘଟିଯାଇଥିଲା ଏକ ଜଘନ୍ୟ ହତ୍ୟାକାଣ୍ଡ। ହତ୍ୟାକାଣ୍ଡ ର ପାଞ୍ଚ ଦିନ ପରେ ଆଜି ନୂଆପଡ଼ା ପୋଲିସ ହତ୍ୟାକାରୀକୁ ଗିରଫ କରିବାରେ ସଫଳ ହୋଇଛି। ଗତ ରବିବାର ୨ ମାର୍ଚ୍ଚ ୨୦୨୫  ଭୋର ପ୍ରାୟ ୪ ଟା ସମୟ ରେ ସିରତୋଲ ୱାର୍ଡ ନମ୍ବର ୧୨ ନିବାସୀ ସୁଖଲାଲ ସାହୁ (୮୦ ବର୍ଷ) ପ୍ରତିଦିନ ଭଳି ସେ ଦିନ ମଧ୍ୟ ଯାଉଥିଲେ ନିଜ ଜମି କୁ ମହୁଲ ଫୁଲ ଗୋଟାଇ ବାକୁ । ଏସ.ପି. ବାସଭବନ ସମ୍ମୁଖରେ ଛକି ରହିଥିଲେ  ଦୁବୃର୍ତ୍ତ । ବୃଦ୍ଧ ସୁଖଲାଲ କୁ ଦୁବୃର୍ତ୍ତ ଅତି ନିର୍ମମ ଭାବେ ହତ୍ୟା କରୁଥିବା ଓ ତାର ଚିତ୍କାର ଶୁଣି ପାଟି କରି ଦୌଡ଼ି ଆସିଥିଲେ ରକ୍ଷା କରିବାକୁ ଏସ.ପି. ବାସଭବନ ରେ ଡିଉଟି କରୁଥିବା କେତେକ ସୁରକ୍ଷା କର୍ମି,ସେତେ ବେଳେ ଦୁର୍ବୃତ୍ତ ସୁଖଲାଲ କୁ ମାରି ଅନ୍ଧାର ର ସୁଯୋଗ ନେଇ ଧାଇଁ ପଳାଇବାରେ ସଫଳ ହୋଇଥିଲା। ସୁରକ୍ଷା କର୍ମୀ ଆମବୁଲାନ୍ସ ଡକାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନେଳାବେଳକୁ ଡାକ୍ତର ମୃତ ଘୋଷଣା କରିଥିଲେ । ଆଜି ଉପରୋକ୍ତ ହତ୍ୟା ଘଟଣାର ପର୍ଦ୍ଧାଫାଶ ଏକ ସାମ୍ବାଦିକ ସମ୍ମିଳନୀରେ ନୂଆପଡ଼ା ଏସ.ପି. ଜି. ଆର. ଗୁଣ୍ଡଳା ରେଡ୍ଡୀ କରିଛନ୍ତି। ଘଟଣା ଘଟିବାର ପାଞ୍ଚ

ଦିନ ମଧ୍ୟରେ ନୂଆପଡା ଟାଉନ ପୋଲିସ ଷ୍ଟେସନ ଏକ ହତ୍ୟା ମାମଲା ନଂ. ୪୯/୨୦୨୫ ଚିହ୍ନଟ କରିଛି। ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆ ଯାଇଛି। ଅଭିଯୁକ୍ତ ଓଁକାର ସାହୁ ସିରତୋଲ ୱାର୍ଡ ନମ୍ବର ୧୨, ନିକଟରୁ ଗୋଟିଏ ମୋବାଇଲ୍, ପୋଷାକ ଏବଂ ଅପରାଧର ବ୍ୟବହୃତ ଅସ୍ତ୍ର ଜବତ କରାଯାଇଛି ଏବଂ ଉପରୋକ୍ତ କେଶ ବିଷୟ ରେ ଅଧିକ ଅନୁସନ୍ଧାନ  ଜାରି ରହିଛି। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟ ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାଏକ, ଜିଲ୍ଲା ସଦର ପି.ଏସ. ଆଇଆଇସି ଗଙ୍ଗାଧର ମେହେର, ଯୋଙ୍କ ଆଇଆଇସି ପ୍ରଦୀପ ଧରୁଆ, ପ୍ରମୁଖ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like