-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଅପରାଧ

ଅପରାଧ/ଅଘଟଣ

16-Jan-2021



ଏସିଡ୍‌ ପିଇ ମହିଳାଙ୍କ ମୃତ୍ୟୁ                             ବାଲିପାଟଣା : ଏକ ଅଭାବନୀୟ ଘଟଣାରେ ସ୍ଥାନୀୟ ମଝିହରା ଗ୍ରାମର ବେଣୁଧର ବେହେରାଙ୍କ ପତ୍ନୀ ହେମଲତା ପ୍ରାଣ ହରାଇଛନ୍ତି। କୌଣସି କାରଣରୁ ଘରେ ଥିବା ଏସିଡ୍‌ ପିଇ ଦେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ନେଇ ବାଲିପାଟଣା ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ। ତେବେ ଏହା ଏକ ଆକସ୍ମିକ ଅଘଟଣ ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକେ ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଅନ୍ତିମ ସଂସ୍କାର କରାଇଛନ୍ତି। ସୂଚନାନୁସାରେ ହେମଲତା କୌଣସି କାରଣରୁ ଗତକାଲି ପ୍ରାୟ ସାଢେ ୧୨ ସମୟରେ ଘରେ ଥିବା ଏସିଡ୍‌ ପିଇ ଦେଇଥିଲେ। କଥା ଜଣାପଡ଼ିବା ପରେ ପରିବାର ଲୋକେ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।ଅବକାରୀ ଚଢ଼ଉ, ଜଣେ ଗିରଫ                          ବାଲିଅନ୍ତା :ବାଲିଅନ୍ତା ଥାନା ଅଧୀନ ଯଶୁଆପୁର ଗ୍ରାମରେ ଆଜି ରାତି ୮ଟା ସମୟରେ ସ୍ଥାନୀୟ ଅବକାରୀ ମୋବାଇଲ ଟିମ ଅତର୍କିତ ଚଢ଼ଉ କରି ୩୦ ବୋତଲ ବିଦେଶୀ ମଦ ଜବତ କରିବା ସହ ଜଣେ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ଗିରଫ ମଦ ବ୍ୟବସାୟୀ ଅଜୟ ସ୍ବାଇଁ (୩୫)ଠାରୁ ୫୦ ବୋତଲ ମଦ ଓ ୨୦୦୦ ଟଙ୍କା ଜବତ ହୋଇଛି। ଅଜୟକୁ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ। ସ୍ଥାନୀୟ କାର୍ଯ୍ୟାଳୟର ଏସଆଇ ଅଂଶୁମାନ ଜେନାଙ୍କ ତତ୍ବାବଧାନରେ ଚଢ଼ଉ କରାଯାଇଥିଲା                                    ଦୁର୍ଘଟଣାରେ ବୃଦ୍ଧ ଗୁରୁତର                                ବାଲିଅନ୍ତା : ବାଲିଅନ୍ତା ଥାନା ଅଧୀନ ମହାତ୍ମା ସେତୁ ନିକଟରେ ବାଇକ୍‌ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ, ସ୍ଥାନୀୟ ଭୁବନପୁର ଗ୍ରାମର ଅଲେଖ ଚନ୍ଦ୍ର ସାହୁ(୬୫)। ପରିବାରଲୋକ ତାଙ୍କୁ ଚିକିତ୍ସା ଲାଗି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଅଲେଖଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୁଣ୍ଡରୁ ପ୍ରଚୁର ରକ୍ତସ୍ରାବ ହେବାରୁ ଘଟଣାସ୍ଥଳରେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ସୂଚନା ଅନୁଯାୟୀ, ଅଲେଖ ବାଲିଅନ୍ତା ବଜାରରୁ କାମ ସାରି ସାଇକେଲରେ ଘରକୁ ଫେରୁଥିବା ବେଳେ ମହାତ୍ମା ସେତୁ ନିକଟରେ ପଛରୁ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like