-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ।

09-Mar-2025



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ, ଜୁନାଗଡ଼ ବ୍ଲକ୍ ଲାଞ୍ଜିଗଡ ବ୍ଲକ କେସିଙ୍ଗା ନର୍ଲା ବ୍ଳକ ଗୁଡିକରେ  ନାଗରିକ ବିକାଶ ସଂଗଠନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କୋକସରା ବ୍ଲକ ର  ସାନ ପୋଡ଼ା ଗୁଡା  ଏବଂ ଖୁଣ୍ଟିଆ ଗ୍ରାମ ରେ ପଞ୍ଚାୟତ ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ମାଧବୀ ଧରୁଆ, ମୂଖ୍ୟ ବକ୍ତା ଭାବରେ ନାରୀ ନେତ୍ରୀ ଶ୍ରୀମତୀ ରମଣୀ ଦୁରିଆ,  ଯୋଗଦାନ କରି ମହିଳା ଦିବସ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜ ନିଜ ଅଭିଭାଷଣ ରଖିଥିଲେ। ସେହିପରି ସାନପୋଡ଼ାଗୁଡା ପଞ୍ଚାୟତ ରେ ମଧ୍ଯ ଉର୍ମି ଲିଡର ପ୍ରେମଶିଳା ପାଣିଗ୍ରାହୀଙ୍କ ଅଧ୍ଯକ୍ଷତାରେ ନାଗରିକ ବିକାଶ ସଂଗଠନ କୋକସରା ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ଯାହାକି ମହିଳା ସଶକ୍ତିକରଣକୁ ଆଧାର କରି ଉପସ୍ଥିତ ମହିଳା ମାନଙ୍କୁ ବାର୍ତ୍ତା ପ୍ରଦାନ କରିଥିଲେ।ଏଥିରେ ଅଂଶଗ୍ରହଣକାରୀ ମହିଳାମାନେ ରାଜନୈତିକ, ଆର୍ଥିକ, ସାମାଜିକ ଏବଂ ମହିଳା ଅଧିକାର  ବିଶେଷକରି  ମହିଳାମାନଙ୍କ ପାଇଁ ସଶକ୍ତିକରଣ ଉପରେ ସଂଗଠନର କାର୍ଯ୍ୟକଳାପ ଏବଂ ସଚେତନତା ବିଷୟରେ ଶୁଣି ସମସ୍ତ ଙ୍କ ମନରେ ଖୁସିର ଲହରୀ ଦେଖିବାକୁ ମିଳିଥିଲା ।
ଏହି ଅବସରରେ ମହିଳାମାନଙ୍କ ମଧ୍ୟରେ ହାଣ୍ଡି ଫଟା, ଚୌକି ବସା, ବେଲୁନ ଫଟା, ପୁଚି ଖେଳ, ରୁମାଲ୍ ଚୋରି ଆଦି ପାରମ୍ପରିକ ଖେଳ ପ୍ରତିଯୋଗିତା  ଆୟୋଜନ କରାଯାଇ ବିଜେତା ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ନାଗରିକ ବିକାଶ ସଂଗଠନ ର କର୍ମକର୍ତ୍ତା ଉପେନ୍ଦ୍ର ସୁନାନୀ, ଉର୍ମି ଲିଡର ପ୍ରେମଶିଳା ପାଣିଗ୍ରାହୀ, ବୀଣାପାଣି ସୁନାନୀ ଜନସାଥୀ ମୁକ୍ତା ଠାକୁର, ତ୍ରିନାଥ ବେଶ୍ରା ପରିଚାଳନା କରିଥିଲେ  କାର୍ଯ୍ୟକ୍ରମ  ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ। ଅନୁଷ୍ଠିତ ହୋଇଥିବା ଏହି ଆନ୍ତର୍ଜାତିୟ ମହିଳା ଦିବସରେ ଖୁଣ୍ଟିଆ ଓ ସାନପୋଡ଼ାଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମ ଓ ପଡ଼ାର ଶତାଧିକ ମହିଳାମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like