-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ନାରୀ ଅବଳା କି ଦୁର୍ବଳ। ନୁହେଁ ଆଜିର ନାରୀ ସ୍ଵୟଂ ସିଦ୍ଧା- ଅତିଥି -

09-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଦିବ୍ୟ ଊର୍ଯ୍ୟା ଯୋଗ ସେବା ସମିତି ଓ ପତଂଜଳୀ ମହିଳା ସମିତି ସୁବର୍ଣ୍ଣପୁର ତରଫରୁ ସ୍ଥାନୀୟ ସ୍ମାର୍ଟ ପାର୍କ ର ଯୋଗ ମଣ୍ଡପ ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଁ ଯୋଗ ସମିତି ର ପ୍ରତିଷ୍ଠାତା ତଥା ମହିଳା ଯୋଗ ପ୍ରଶିକ୍ଷିକା ଅଧ୍ୟାପିକା ପ୍ରତିମା ରଥ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ, ଲକ୍ଷ ବିଷୟରେ ଆଲୋଚନା କରିଥିଲେ  l , ଦିନକୁ ଦିନ ବଢୁଥିବା ମହିଳା ଙ୍କ ଉପରେ ଶୋଷଣ ଓ ଅବହେଳାର ପ୍ରତିବାଦ  ତଥା ଯୋଗ ଓ ପ୍ରାଣାୟାମ ର ଅଭ୍ୟାସ କୁ ପ୍ରତି ନାରୀ ଶକ୍ତି ଙ୍କ ପାଖରେ ବ୍ୟାପକ ସଚେତନନତା ପହଞ୍ଚାଇବାକୁ  ମହିଳା ଯୋଗ ସମିତି ସୁବର୍ଣ୍ଣପୁର ଜିଲ୍ଲାର ପ୍ରତି କୋଣ ଅନୁକୋଣ ରେ ସ୍ଥାପନା ଓ ପ୍ରଶିକ୍ଷଣ ଉପରେ ଗୁରୁତ୍ଵ ଆରୋପ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲାର ମହିଳା ପ୍ରଭାରୀ ଭାବେ ସେବତୀ ପଟେଲ, ସହ ମହିଳା କାଞ୍ଚନ ପୁଝାରୀ ଓ ସୋସିଆଲ ମିଡିଆ ପ୍ରଭାରୀ ପଦ୍ମିନୀ ପଣ୍ଡା ଙ୍କୁ ମନୋନୀତ କରାଯାଇ ଥିଲା । ଦିବ୍ୟଉର୍ଜ୍ଜ୍। ସେବା ସମିତି ର ମହିଳା ସଂଯୋଜିକା ସବିତା ପଟ୍ଟନାୟକ ଙ୍କୁ  , ମହିଳା ଯୋଗ ପ୍ରଶିକ୍ଷିକା ଅଧ୍ୟାପିକା ପ୍ରତିମା ରଥ, ମହିଳା ଆତ୍ମରକ୍ଷା ପ୍ରଶିକ୍ଷିକା ସୁମିତ୍ରା ସାହୁ ତଥା ଜାଗୃତି ଭୋଇ ଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ଦେଇ ସମ୍ବର୍ଧିତ କରା ଯାଇଛି। ଏହି କାର୍ଯ୍ୟକ୍ରମ ରେ ସଂଗଠନ ସଭାପତି  ଗୋପାଳ ନେଗି, ସମ୍ପାଦକ ଶ୍ରିବନ୍ତ୍ ମିଶ୍ର, ଭାରତ ସ୍ୱାଭିମାନ ପ୍ରଭାରୀ ମନୋଜ ପଣ୍ଡା, ଜିଲ୍ଲା ତହସିଲ୍ ପ୍ରଭାରୀ ଅବସରପ୍ରାପ୍ତ ଅଧ୍ୟାପକ ପ୍ରସନ୍ନ କର୍ଣ୍ଣ, ଯୋଗୀ ରୁଦ୍ରାକ୍ଷ ସାହୁ, ପରେଶ୍ ମେହେର ସହୟୋଗ କରିଥିଲେ। ସଂଗଠନ ସଂଯୋଜକ ରବୀନ୍ଦ୍ର ଜେନା ସଂଯୋଜନା କରି ଥିଲେ । କଣ୍ଠ ଶିଳ୍ପୀ ପୁରନ୍ଦର ଠେଲା ମାଆ ତୁମେ ମମତାର ସୀମା ହିନ ସାଗର କଣ୍ଠ ରେ ଗାଇଥିଲେ ଓ ହାଏ କୃଷ୍ଣ ଗୀତ ରେ ସମସ୍ତ ମହିଳା ସାମୂହିକ ନୃତ୍ୟ ପରିବେଷଣ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like