-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଜାତୀୟ ସନ୍ତରଣ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରି ବରଗଡ଼ ର ଦୁଇ ଦିବ୍ୟlଙ୍ଗ ସୁଇମର ତରଣୀ ସୁନା ଓ ସୁମନ୍ତ ପଧାନ ଙ୍କ ସ୍ଵର୍ଣ୍ଣ ପଦକ ଲାଭ

09-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ରାଉରକେଲା ବୀର୍ଷା ମୁଣ୍ଡା ଷ୍ଟାଡିୟମ ସନ୍ତରଣ ଗାର ଠାରେ ସପ୍ତମ ଜାତୀୟ ମାଷ୍ଟର ସନ୍ତରଣ ପ୍ରତିଯୋଗୀତା ଗତ ୮ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିଲା।ସେଥିରେ ବରଗଡ଼ ସହରା଼ପାଲି ଗ୍ରାମ, ଆମ୍ବେଦକର ନଗର ପଡା ଅଡ଼ଗାଁ ଗ୍ରାମପଞ୍ଚାୟତର ଦିବ୍ୟାଙ୍ଗ ଯୁବ ପ୍ରତିଭା  ତରଣୀ ସୁନା ଓ ବରଗଡ଼ ବାନ୍ଦୁଟିକ୍ରାର  ଦିବ୍ୟାଙ୍ଗ ଯୁବ ସୁଇମର ସୁମନ୍ତ ପଧାନ ଅଂଶ ଗ୍ରହଣ କରି ଉଭୟେ ସ୍ବର୍ଣ୍ଣ ପଦକ ଲାଭ କରି ଆମ ରାଜ୍ୟ ତଥା ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି। ଦେଶର  ବିଭିନ୍ନ ରାଜ୍ୟର  ସାଧାରଣ ବର୍ଗର ପ୍ରତିଯୋଗୀ ମାନଙ୍କ ସହ ଅଂଶ ଗ୍ରହଣ କରି ତରଣୀ ସୁନା ୧୦୦ ମିଟର ବ୍ୟାକ ଷ୍ଟୋଜରେ ସ୍ବର୍ଣ୍ଣ, ୫୦ ମିଟର ବ୍ୟାକ ଷ୍ଟୋଜରେ ସ୍ବର୍ଣ୍ଣ ଓ ଫ୍ରିଷ୍ଟାଇଲ  ପ୍ରତିଯୋଗୀତା ରେ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଛନ୍ତି। ପ୍ରକାଶ ଥାଉକି ତରଣୀ ସୁନା ଓଡିଶା ହୁଇଲଚେୟାର କ୍ରିକେଟ ଦଳର ଜଣେ ପ୍ରତିଭା ସମ୍ପର୍ଣ୍ଣ ଖେଳାଳୀ ଅଟନ୍ତି। ଆମ ଜିଲ୍ଲାର ଦିବ୍ୟାଙ୍ଗ ଭାଇ ମାନେ ହୁଇଲଚେୟାର କ୍ରିକେଟରେ ଭାଗ ନେବା ପୂର୍ବକ ଆମ ଜିଲ୍ଲାର ଗୌରବ ବୃଦ୍ଧି କରିବା ସକାଶେ ଆହ୍ୱାନ ଜଣାଇ ଥିଲେ। ଅନ୍ୟ ତମ ଦିବ୍ୟାଙ୍ଗ ସୁଇମର ସୁମନ୍ତ ପଧାନ ୫୦ ମିଟର ବ୍ୟାକଷ୍ଟୋଜ  ରେ ସ୍ବର୍ଣ୍ଣ ପଦକ ଓ ଫ୍ରିଷ୍ଟାଇଲ ପ୍ରତିଯୋଗୀତାରେ ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରି ଏକ ରେକର୍ଡ ସୃଷ୍ଟି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିପାଇଛନ୍ତି। ଏହି ଜାତୀୟ ସନ୍ତରଣ ପ୍ରତିଯୋଗୀତାରେ ଦେଶର ବହୁରାଜ୍ୟରୁ ବହୁସଂଖ୍ୟରେ ସୁଇମର ମାନେ ଅଂଶଗ୍ରହଣ କରିଥିଲେ। ସେହିପରି ଆଉ ଜଣେ ଦିବ୍ୟାଙ୍ଗ ଯୁବ କ୍ରୀଡ଼ାବିତ ସାନ ମେହେର ସୁନ୍ଦରଗଡ଼ ସ୍ପୋର୍ଟସ ହଷ୍ଟେଲ ଗ୍ରାଉଣ୍ଡରେ ଜାତୀୟ ତୀରନ୍ଦାଜ  ପ୍ରତିଯୋଗୀତାରେ ମଧ୍ୟ ଅଂଶ ଗ୍ରହଣ କରି ଆମ ପାଇଁ ଗୌରବ ଆଣିଛନ୍ତି।ଭାରତ ସରକାର ଓ ଆମ ରାଜ୍ୟ ସରକାର ଉଭୟ କ୍ରୀଡ଼ାବିତଙ୍କୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କଲେ ଆଗାମୀ ଦିନରେ ଦେଶ ତଥା ରାଜ୍ୟ ପାଇଁ ଆହୁରି ଉତ୍ସାହିତ ହୋଇ ଖେଲିବେ ବୋଲି ଆଶାପୋଷଣ କରିଥିଲେ। ଆଜି ସକାଳ 10 ଟା ସମୟ ରେ ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ଦିବ୍ୟାଙ୍ଗ ବିଦ୍ୟାଳୟ ଠାରେ ବରଗଡ଼ ବଧିର ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ସାହୁ ଓ ଏଚିଭର୍ସ ହେଲପିଙ୍ଗ ଫାଉଣ୍ଡେସନ ର ସଭାପତି ଯୁବ ସମାଜସେବୀ ଦିବାକର ମାଝୀ ,ବରଗଡ଼ ତଳିପଡ଼ାର କନକ ପ୍ରଧାନ   ଙ୍କ ସମେତ ବିଦ୍ୟାଳୟର କର୍ମଚାରୀ କାମଦେବ ବେହେରା, ବିକାଶ ଷଡ଼ଙ୍ଗୀ , ବିଜୟା ପଧାନ ପ୍ରମୁଖ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟ ଓ ଫାଉଣ୍ଡେସନ ପକ୍ଷରୁ  ତିନି ପ୍ରତିଭାଙ୍କୁ  ଫୁଲଚନ୍ଦନ, ପୁଷ୍ପଗୁଚ୍ଛ ସହ ଅଙ୍ଗବସ୍ତ୍ର ପ୍ରଦାନ   କରାଯାଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like