-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ରାଜ୍ୟ

ସୋମନାଥ ମିଶ୍ରଙ୍କ ଜନ୍ମ ଶତ ବାର୍ଷିକୀ କମିଟି ଗଠନ

09-Mar-2025



ବଲାଙ୍ଗିର,- ବଲାଙ୍ଗିର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ଚୁଡାପାଲି ନିକଟସ୍ଥ ଗର୍ଜନ ଗ୍ରାମରେ ଜନ୍ମିତ ଜନସେବୀ, ସଂଗଠକ ଓ ପରୋପକାରୀୀ ସୋମନାଥ ମିଶ୍ରଙ୍କ ଜନ୍ମ ଶତ ବାର୍ଷିକୀ ପାଳନ ପାଇଁ ଏକ କମିଟି ଗଠନ ପାଇଁ ଡ. ପ୍ରେମଚାନ୍ଦ ମହାନ୍ତିଙ୍କ ସଭାପତିତ୍ୱରେ ଏକ ବୈଠକ ହୋଇଥିଲା । ସର୍ବସମ୍ମତିକ୍ରମେ ଉକ୍ତ କମିଟିରେ ମଦନ ମୋହନ ରଥ ସଭାପତି, କସ୍ତୁରୀ ରଥ ଉପ-ସଭାପତି, ମଧୁ ସାହୁ ସଂପାଦକ, ସୁନାଧର ବନଛୋର ସହ-ସଂପାଦକ ଓ ଆବାହକ ଭାବେ କୃଷ୍ଣଚନ୍ଦ୍ର ମିଶ୍ରଙ୍କୁ ମନୋନିତ କରାଯାଇଛି । ଏହି ଶତ ବାର୍ଷିକୀ ପାଳନରେ ପ୍ରାୟ ୧୦ ଜଣ ସମାଜସେବୀଙ୍କୁ ସମ୍ବର୍ଦ୍ଧିତ କରିବା ଓ ଏକ ସ୍ମରଣିକା ପ୍ରକାଶନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ସ୍ମରଣିକା କମିଟିରେ ଶିବ ପ୍ରସାଦ ପଣ୍ଡା ମୁଖ୍ୟ ସଂପାଦକ, ରତ୍ନମୟ ତ୍ରିପାଠୀ ସଂପାଦକ ଭାବେ ଓ ସଂପାଦନ ମଣ୍ଡଳୀକୁ ଡ. ଅଶୋକ କୁମାର ସେଠୀ, ହୃଷିକେଶ ପୁରୋହିତ, ମାଳତୀ ଉଦ୍‌ଗାତା, ଶୁଭେନ୍ଦ୍ର ନେପାକ ଓ କେଶବ ଚନ୍ଦ୍ର ମିଶ୍ର ଙ୍କୁ ଗ୍ରହଣ କରାଯାଇଛି । ଉପଦେଷ୍ଟା ମଣ୍ଡଳୀରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଜୟରାମ ମିଶ୍ର, ଡ. ପ୍ରେମଚାନ୍ଦ ମହାନ୍ତି ଓ କପିଳ ପତି ଙ୍କୁ ଗ୍ରହଣ କରାଯାଇଛି । ଶେଷରେ ଅରୁଣ କୁମାର ଖୁଆସ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like