-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

ମୂଳ ନିବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟ ର ସଚେତନତା ସଭା

09-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ନିକଟସ୍ଥ ଗୋଇବାହଲି କୁମୁଡି ଜୋର ଆମ୍ବ ବୁରାଇ ଠାରେ ମୂଳ ନିବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟର ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ପଦ୍ମପୁର ଉପଖଣ୍ଡର ପାଇକମାଲ, ପଦ୍ମପୁର,  ଝାରବନ୍ଦ, ଗାଇସିଲାଟ ର ସଟାଧିକ ଛାତ୍ର ଯୁବକ ଓ ମହିଳା ମାନେ ଯୋଗ ଦେଇଥିଲେ ।  ଏହି ସଚେତନ ସଭାରେ ବରଗଡ଼ରୁ ଚାଷୀ ନେତା ଲିଙ୍ଗରାଜ ଭୁବନେଶ୍ୱରରୁ ମୂଳ ନିବାସୀ ସମତା ପରିଷଦର  ରାଜ୍ୟ ସଂଯୋଜକ ଅଭିରାମ ମଲ୍ଲିକ  SC ST ମିଳିତ ମଞ୍ଚର ପଦ୍ମପୁର ଉପଖଣ୍ଡର ସଭାପତି  ଭୋଜରାଜ ବାଗ ମୂଳ ନିବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟର ଉପଦେଷ୍ଟା  ମୁକେଶ ସୁନା , ଶ୍ରୀପତି କୁମ୍ଭାର ଯୋଗ ଦେଇଥିଲେ। ଏହି ସଚେତନତା ସଭାରେ ଗାଁ ଗାଁ ରେ ଯୁବକ ମାନଙ୍କୁ ନେଇ କାର୍ଯ୍ୟକ୍ରମ କରିବାକୁ ନେଇ ଆଲୋଚନା କରାଗଲା ।  ଗନ୍ଧମାର୍ଦ୍ଦନ ସୁରକ୍ଷା, ଶିକ୍ଷା, ସଂରକ୍ଷଣ, ସମ୍ବିଧାନ, ଉପରେ ବକ୍ତା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। ଦ୍ଵିତୀୟ ଅଧିବେଶନରେ ବରଗଡ଼ ଜିଲ୍ଲାରେ ଆଗାମୀ ଏକ ମାସରେ ଅଧିକରୁ ଅଧିକ କାର୍ଯ୍ୟକ୍ରମ କରିବାକୁ ସ୍ଥିର କରାଗଲା । ମୂଳ ନିବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟର ସାଂସ୍କୃତିକ ଦଳ ଭୀମ ଗର୍ଜନ କଳା ମଞ୍ଚର ସମସ୍ତ ସଦସ୍ୟ  କଳା ପଦର୍ଶନ କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପବନ୍ଧୁ ଶିକା ପରିଚାଳନା କରିଥିବା ବେଳେ ସହଯୋଗ କରିଥିଲେ ଚନ୍ଦ୍ରହାସ୍ୟ ଜାଲ,  ରସାନନ୍ଦ ବେସରା, ବଳବନ୍ତ ବେସରା, ବିବେକା ତାଣ୍ଡି, ପ୍ରଶାନ୍ତ ବେସରା, ଉତ୍ତମ ମରହୀ ଓ ଗୋଇବାହାଲିର ସମସ୍ତ ପଡାବାସୀ ସହଯୋଗ କରିଥିଲେ । ଶେଷରେ ମୂଳ ନିବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟର ସାଂସ୍କୃତିକ ସଭାପତି ଗୋବର୍ଦ୍ଧନ ଛତର  ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like