-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଆକାଶବାଣୀର ବିକଳ୍ପ ନାହିଁ କଳା ଓ କଳାକାର ଙ୍କୁ ବଞ୍ଚାଇଛି ଆକାଶବାଣୀ ଆକାଶବାଣୀ ଶ୍ରୋତା ସଂଘର ୩୧ ତମ ବାର୍ଷିକ ଉତ୍ସବ

09-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଆକାଶବାଣୀର ବିକଳ୍ପ ନାହିଁ, କଳା ଓ କଳାକାର ଙ୍କୁ ବଞ୍ଚାଇବା ସହ ସେମାନଙ୍କ କଳା କୁ ଉଦ୍ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ ବୋଲି ଆକାଶବାଣୀ ଶ୍ରୋତା ସଂଘର ୩୧ ତମ ବାର୍ଷିକ ଉତ୍ସବରେ ରବିବାର ବକ୍ତାମାନେ ମତ ପ୍ରକାଶ ପାଇଛି l ଏହି ଅବସରରେ ସଂଘର ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତା ତଥା ଶିକ୍ଷକ ଗୋପବନ୍ଧୁ ପୁରୋହିତ ଓ ଅଶୋକ ସାହୁଙ୍କ ସଂଯୋଜନାରେ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଠାରେ ଅନୁଷ୍ଠିତ ଉତ୍ସବରେ ପ୍ରସାର ଭାରତୀର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଅଶୋକ ପାଣିଗ୍ରାହୀ ମୁଖ୍ୟ ଅତିଥି, ପୂର୍ବତନ କାର୍ଯ୍ୟକ୍ରମ ନିଷ୍ପାଦକ ରନ୍ଦୀପ ପ୍ରଧାନ ମୁଖ୍ୟ ବକ୍ତା, ଆକାଶବାଣୀ ସମ୍ବଲପୁରର କାର୍ଯ୍ୟକ୍ରମ ନିଷ୍ପାଦକ ସନ୍ତୋଷ ପିଙ୍କ, ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସିନେ ଅଭିନେତ୍ରୀ ତପସ୍ୱିନୀ ଗୁରୁ, ଆକାଶବାଣୀ ସ୍ୱୀକୃତିପ୍ରାପ୍ତ ଗୀତିକାର ଧନପତି ମହାପାତ୍ର, ସଂଘର ସାଧାରଣ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର ସାମ୍ବାଦିକ ଉମେଶ ବିଶ୍ଵାଳ ପ୍ରମୁଖ ଉପସ୍ଥିତ ରହି ଆକାଶବାଣୀର ଗୁରୁତ୍ବ ଉପରେ ଉଲ୍ଲେଖ କରିଥିଲେ l ଏହି ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ବର୍ଗତ ବିଷ୍ଣୁ ସାହୁ ଶ୍ରେଷ୍ଠ ଶ୍ରୋତା ସମ୍ମାନ ସମ୍ବଲପୁର ଜିଲା ମହୁକୁଦ ଗ୍ରାମର ନିୟମିତ ଶ୍ରୋତା ଅଚ୍ୟୁତାନନ୍ଦ ବିଶ୍ୱାଳ, ନାଟ୍ୟାଚାର୍ଯ୍ୟ ହରେକୃଷ୍ଣ ପୂଜାରୀ ସ୍ମୃତି ସମ୍ମାନରେ ବରଗଡ଼ ଜିଲା ଅମ୍ବାପାଲି ଗ୍ରାମର ସତ୍ୟ ନାରାୟଣ ପୋଢ଼, ସମାଜସେବୀ ସ୍ବର୍ଗତ ବିପିନ ବିହାରୀ ପ୍ରଧାନଙ୍କ ସ୍ମୃତିରେ ସମାଜସେବୀ ସମ୍ମାନରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବ୍ଲକର ନୁଆଁପଡା ଗ୍ରାମର ବିରଞ୍ଚି ନାରାୟଣ ଦାଶ ଏବଂ ସ୍ବର୍ଗତ ଗୀତିକାର କ୍ଷିତିପତି ସାହୁ ଗୀତିକାର ସମ୍ମାନରେ ବରଗଡ଼ର ଧନପତି ମହାପାତ୍ରଙ୍କୁ ମାନପତ୍ର, ଉପଢୌକନ ଓ ସ୍ମାରକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l

ଠିକ୍ ସେହିପରି ପୂର୍ବାଞ୍ଚଳ ରୁ ଆକାଶବାଣୀ କଟକ କେନ୍ଦ୍ରର ଉଦ୍ଘୋଷକ ନଳିନୀ କାନ୍ତ ବିଶ୍ଵାଳ,
ନିୟମିତ ଶ୍ରୋତା ଗରିବ ଖାନ ଓ ନାରାୟଣ ପ୍ରଧାନଙ୍କୁ ସ୍ବତନ୍ତ୍ର ଶ୍ରୋତା ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି ଅବସର ରେ ବିଶିଷ୍ଟ କଣ୍ଠ ଶିଳ୍ପୀ ଶରତ ଚନ୍ଦ୍ର ପାଢ଼ୀ ଙ୍କ ସ୍ଵାଗତ ସଙ୍ଗୀତ ପରିବେଷଣ ଓ ଉପସଭାପତି ସୁଦାମ ସାହୁ  ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ପର୍ଶୁରାମ ପାତ୍ର,ସଂଗୀତା ଦୀପ ଓ ଉମେଶ ପ୍ରଧାନ , ସୁଜାତା ପଣ୍ଡା  ଲକ୍ଷ୍ମଣ ସୁନା ପ୍ରମୁଖ  କବିତା ପାଠ କରିଥିଲେ ।ସଂଘର ବରିଷ୍ଠ ସଦସ୍ୟ ଜଗନ୍ନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like