-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଥିଲା ଲୋକଙ୍କୁ ଶହେ ମାଫ୍ ଗରୀବଙ୍କୁ ଚାବୁକ୍ ମାଡ ,,, ୨୧୬.୯୫ ଏକଡ ଗୋଚର ଜମି କାହା ସ୍ୱାର୍ଥରେ.....

09-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଗୁଦେରପାଲି ଗ୍ରାମପଞ୍ଚାୟତଟି ଗୁଦେରପାଲି,ବେହେରାବାହାଲି,ଜାମୁଟପାଲି ଏବଂ ରେଙ୍ଗାଲପାଲି ଚାରିଖଣ୍ଡ ଗାଁକୁ ନେଇ ଗଠିତ।ଏହି ଗ୍ରାମପଞ୍ଚାୟତରେ ସର୍ବମୋଟ ୨୬୭୧.୬୭ ଏକଡ ଜମି ଅଛି।ସେଭିତରୁ ୨୩୮୧.୯୭ଏକଡ ଚାଷ ଜମି ରଏତି ଥିବା ବେଳେ ୨୮୯.୭୦ଏକଡ ଗୋଚର ଜମି ଅଛି। ଏବଂ ବାକି ତିନି ଖଣ୍ଡ ଗାଁକୁ ବାତଦେଇ କେବଲ ଗୁଦେରପାଲି ଗାଁରେ ସର୍ବମୋଟ ୧୪୮୩.୭୨ ଏକଡ ଜମି ଥିବା ବେଳେ ସେଭିତରୁ ୧୧୯୩.୯୨ ଏକଡ ରଏତି ଏବଂ ୨୮୯.୭୦ ଏକଡ ଗୋଚର ଜମି ରହିଥିବାର ଗୁଦେରପାଲି ରାଜସ୍ବ ନିରୀକ୍ଷକ ଦୀପକ ମିର୍ଦ୍ଧା ସୁଚନା ଦେଇଛନ୍ତି। କିନ୍ତୁ ପରିତାପର ବିଷୟ ଯେ ଗୁଦେରପାଲି ଗାଁରେ ୨୧୯.୧୭ ଏକଡ ଗୋଚର ଜମି ଥିବା ବେଳେ ସରକାରୀ ବାବୁ ମାନଙ୍କ ସହ ଏଅଞ୍ଚଳର ବୁଦ୍ଧିଜୀବୀ ହାତଗଣତି ଗୋଟିଏ କିମ୍ବା ଦୁଇ ଜଣ ଚାଷିଙ୍କ ପାଖରୁ ପ୍ରାୟ ୨.୨୨ ଏକଡ ଗୋଚର ଜମି ଛଡେଇ କେଉଁଠି ଆରଏମଏସି ଗୋଦାମ ତିଆରି କରିଛନ୍ତିତ କେଉଁଠି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ‌ ନିର୍ମାଣ କରିଛନ୍ତି। ଯେଉଁ ୨.୨୨ଏକଡ ଗୋଚର ଜମି ଛଡେଇଛନ୍ତି,ସେହି ଚାଷୀମାନେ ସେ ଜମିର ମାଲଗୁଜାରି ଜରିମାନା ମଧ୍ୟ ସରକାରଙ୍କୁ ପୈଠ କରି ଚାଷ କରୁଥିଲେ।ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ‌ ହେଉ କିମ୍ବା ଆରଏମସି ଗୋଦାମ ହେଉ ଏହା ଏଅଞ୍ଚଳର ଜନସାଧାରଣଙ୍କ ପାଇଁ ଦରକାର ଥିଲା।ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। କିନ୍ତୁ ବାକି ୨୧୬.୯୫ ଏକଡ ଗୋଚର ଜମି କାହା ସ୍ୱାର୍ଥରେ।କେବେ ବଡବଡ ଚାଷୀଙ୍କ ଗୋଚର ଜମି ଜବରଦଖଲ ଉଛେଦ ହେବ?ଏହି ଗୋଚର ଜମି ଜବରଦଖଲ ଟି କେବଲ ଗରିବ ଚାଷୀମାନଙ୍କ ପାଇଁ କି?ଏହା "ଥିଲା ଲୋକଙ୍କୁ ଶହେ ମାଫ୍ ଗରୀବଙ୍କୁ ଚାବୁକ୍ ମାଡ" ସଦୃଶ।ଏବିଷୟରେ ଏଅଞ୍ଚଳର ସମସ୍ତ ଗୋଚର ଜମି ଚିହ୍ନଟ କରିବା ପାଇଁ ଗୁଦେରପାଲି ସରପଞ୍ଚ ରାମଚନ୍ଦ୍ର ପାତ୍ର ତତ୍ କାଳୀନ ଗାଇସିଲେଟ ତହସିଲଦାର ଟାଟସ ମହାନନ୍ଦିଆ ଙ୍କୁ ଲିଖିତ ଭାବେ ଜଣାଇଥିଲେ। କିନ୍ତୁ ଚିହ୍ନଟ ହେଲା ନାହିଁ। ଏବିଷୟରେ ଆମ ପ୍ରତିନିଧି ବର୍ତ୍ତମାନର ତହସିଲଦାର ନେପାଲ ମୁଣ୍ଡାଙ୍କୁ ପଚାରିବାରୁ ପ୍ରଥମେ କ୍ଷେତ୍ର ପରିଦର୍ଶନ କରି ତଦନ୍ତ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like