-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ରାଜ୍ୟ ଗଠନ ଦିଗରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରେଢ଼ାଖୋଲ ରେ ଓୟୁଜେ ର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

09-Mar-2025



ରେଢ଼ାଖୋଲ ( ଅନିଲ ପୃଷ୍ଟି ) ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଙ୍ଘ ଓୟୁଜେ ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିଅନ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ରେଢ଼ାଖୋଲ ରାଜୀବ ଭବନ ରେ ଏକ ସୌହାର୍ଦ୍ଧ ପୂର୍ଣ୍ଣ ବାତାବରଣ ରେ ଆୟୋଜିତ ହୋଇଯାଇଛି. ଜିଲ୍ଲା ସଭାପତି ପ୍ରଭାତ ବେହେରା ଙ୍କ ସଭାପତିତ୍ୱ ରେ ଏହି ସଭାରେ ରାଜ୍ୟ କୋଷଧକ୍ଷ ଅମୁଲ୍ୟ ରଞ୍ଜନ ସ୍ୱାଇଁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ ମିଶ୍ର, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ସଚିକାନ୍ତ ସାହୁ, ଜିଲ୍ଲା ସାଧାରଣ ସମ୍ପାଦକ ଶରତ ପ୍ରଧାନ ପ୍ରମୁଖ ମଂଚାସୀନ ହୋଇ ସାମ୍ବାଦିକ ଙ୍କ ସୁବିଧା ଓ ଅସୁବିଧା ସମ୍ପର୍କ ରେ ଆଲୋଚନା କରିଥିଲେ। ଏହି ଅବସରରେ ବିଭିନ୍ନ ବ୍ଲକ ରୁ ଯୋଗଦେଇଥିବା ସଂଗଠନ ର ସଦସ୍ୟ ମାନେ ମଧ୍ୟ୍ୟ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ କର୍ତଵ୍ୟରତ ସାମ୍ବାଦିକ ମାନେ କାର୍ଯ୍ୟ କରୁଥିବା ସମୟରେ ସାମ୍ନା କରୁଥିବା ଅସୁବିଧା ଓ ଅସାମାଜିକ ଲୋକଙ୍କ ଆକ୍ରୋଶ ର ଶିକାର ହେଉଥିବା କୁ ଘୋର ନିନ୍ଦା କରାଯାଇଛି । ତେଣୁ ସରକାର ସାମ୍ବାଦିକ ଙ୍କ ପ୍ରତି ହେଉଥିବା ଏଭଳି କାର୍ଯ୍ୟ ପାଇଁ ସାମ୍ବାଦିକ ସୁରକ୍ଷା ଆଇନ ନିହାତି ପ୍ରଣୟନ କରିବା ନିହାତି ଜରୁରୀ ବୋଲି ମଂଚାସୀନ ଅତିଥି ମାନେ କହିଥିଲେ ।ସେହିଭଳି ସାମ୍ବାଦିକ ସୁରକ୍ଷା ଆଇନ ସହ ପେନସନ ର ବ୍ୟବସ୍ଥା କରିବାକୁ ଏହି ବୈଠକରେ ଦାବି ଉପସ୍ଥାପନା କରାଯାଇଥିଲା । ସରକାର ଙ୍କ ସହିତ ରାଜ୍ୟ ଗଠନ ରେ ସାମ୍ବାଦିକ ଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିବା ବେଳେ ଏସବୁ ଦିଗକୁ ସରକାର ଙ୍କର ଦୃଷ୍ଟି ଆକର୍ଷଣ କରାଯିବା ସହିତ ବିଭିନ୍ନ ଉନ୍ନତିମୂଳକ କାମ ପାଇଁ ସରକାର ଗଣମାଧ୍ୟମ କୁ ଗୁରୁତ୍ୱ ଦେବାକୁ  ଆଲୋଚନା କରାଯାଇଥିଲା। ଏହାସହ ଜିଲ୍ଲା ସଦରମହକୁମା ରେ କାର୍ଯ୍ୟାଳୟ, ଜିଲ୍ଲା ସାମ୍ବାଦିକ କଲ୍ୟାଣପାଣ୍ଠି  ଗଠନ, ଜିଲ୍ଲା ରେ ସଦସ୍ୟତା ବଢାଇବା ସହ ଜିଲ୍ଲା ମୁଖ୍ୟାଳୟ ରେ ନିୟମିତ ଜିଲ୍ଲା ସ୍ତରୀୟ ବୈଠକ କରିବା, ତୃଣମୂଳ ସ୍ତରରୁ ପ୍ରତି ବ୍ଲକ ୟୁନିଟ କୁ ସାମିଲ କରି ରାଜ୍ୟ ସ୍ତରୀୟ ସାଧାରଣ ପରିଷଦ ବୈଠକ କରିବା, ବୁର୍ଲା ରେ ସାମ୍ବାଦିକ ମାନଙ୍କ ପାଇଁ ଟିକେଟ କାଉଣ୍ଟର, ଗାଁ ସମସ୍ୟା ନେଇ ଜିଲ୍ଲା କମିଟୀ ସମାଧାନ ଦିଗରେ ପଦକ୍ଷେପ  ପ୍ରଭୃତି ବିଷୟରେ ଆଲୋଚନା ସହ ଜିଲ୍ଲା କୁ ବ୍ଲକ ୟୁନିଟ ମାନ ପ୍ରସ୍ତାବ ଦେଇଛନ୍ତି . ଏହି କାର୍ଯ୍ୟକାରିଣୀ ବୈଠକ ରେ ରେଙ୍ଗାଲି, କୁଚିଣ୍ଡା, ବାମରା, ରେଢ଼ାଖୋଲ, ନାକଟିଦେଉଳ, ଜମନକିରା ଆଦି ସଂଘରୁ ସଦସ୍ୟମାନେ ଯୋଗଦେଇଥିଲେ.।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like