-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକ ସ୍ତରୀୟ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ

10-Mar-2025



(ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକ ସ୍ତରୀୟ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଡାବୁଗାଁ ବ୍ଲକ ଅଧୀନ ୮ ଟି କ୍ଲଷ୍ଟର ରୁ ସମସ୍ତ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମୋଟ ୨୯୭ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକ ଶୈକ୍ଷିକ ପରିଭ୍ରମଣ କରିଥିଲେ | ଏଥିରେ ସମସ୍ତ  ଛାତ୍ର ଛାତ୍ରୀ  ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟ|ଳୟ ଠାରୁ ୬ ଟି ବସ ଯୋଗେ ବାହାରି ପ୍ରଥମେ ପାପଡାହାଣ୍ଡି ସ୍ଥିତ ସହିଦ ମିନାର, ନବରଙ୍ଗପୁର ସ୍ଥିତ ଉଦ୍ଭିଦ ଉଦ୍ୟାନ ଚରକ ବନ, ଶ୍ରୀବନ, ସରକାରୀ ବହୁ ବୃତ୍ତି ମୂଳକ ଶିକ୍ଷାନୁଷ୍ଠାନ ଓ   ପାପଡାହାଣ୍ଡି ପ୍ରାଣୀ ଉଦ୍ୟାନ ମୃଗ ଉଦ୍ୟାନ ବୁଲି ଦେଖିଥିଲେ | ଏଥିରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ର ଲକ୍ଷ୍ୟ ହେଉଛି ବିଜ୍ଞାନ, ଗଣିତ ଓ ପ୍ରଯୁକ୍ତି ବିଦ୍ୟା ଉପରେ ପ୍ରାଥମିକ ସ୍ତରରୁ ପିଲାମାନଙ୍କୁ ଉତ୍ସାହିତ କରିବା ମୁଖ୍ୟ ଉଦ୍ଦେଶ୍ୟ | ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ରଶ୍ମିତା ନେତମ ଙ୍କ ତତ୍ଵାବଧାନରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି ଓ ସନ୍ତୋଷ କୁମାର ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସାଦ ନାଗ, ହେମନ୍ତ କୁମାର ପଣ୍ଡା, ହେମେନ୍ଦ୍ର ବେହେରା, ଧନଞ୍ଜୟ ବଡଜେନା ଓ ଗୀତାଞ୍ଜଳି ବସ୍ତିଆ ଙ୍କ ସମେତ ୪୦ ଜଣ ସହାୟକ ଶିକ୍ଷକ ଓ ୨୯୭ ଜଣ ଛାତ୍ର ଛାତ୍ରୀ ପରିଭ୍ରମରେ ଯାଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like