-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ନର୍ଲା ରେ ମିଶନ ଶକ୍ତି ଜୀବିକା ମିଶନ ରେ ନକଲି ସାର୍ଟିଫିକେଟ ରେ ନିଯୁକ୍ତି ଅଭିଯୋଗ ନିୟମାବଳୀ କୁ ଫୁ

10-Mar-2025



ନର୍ଲା (ଚିନ୍ତାମଣି  ନାଏକ )
କଳାହାଣ୍ଡି ଜିଲ୍ଲା ର ଏକ ଅବହେଳିତ ଅନୁନ୍ନତ  ନର୍ଲା ବ୍ଲକ ରେ ୨୬ ଗୋଟି ଗ୍ରାମ ପଞ୍ଚାୟତ ରେ  ଜିପିଏଲ୍ଏଫ୍ ଏବଂ ବିଏଲ୍ଏଫ୍ ମାନ ପ୍ରତି ଦୁଇ ବର୍ଷରେ ଥରେ ନୂତନ ଭାବରେ ଗଠନ ହେବା ସରକାରୀ ନିୟମ ରହିଥିବା ବେଳେ ନର୍ଲା ବ୍ଲକ ରେ ତାହା ଓଲଟା ଚିତ୍ର ଦେଖିବାକୁ ମିଳୁଛି କାରଣ ଏଠି ବିଏଲ୍ଏଫ୍ ରେ ଥିବା ସଭାନେତ୍ରୀ  ଏବଂ ସମ୍ପାଦିକା ଦୀର୍ଘ ଆଠ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ତମ୍ବା ପଟା ପାଇଲା ଭଳି ଗାଦି ମାଡ଼ି ବସିଥିବା ରୁ ବିଭିନ୍ନ ମହିଳା ଗୋଷ୍ଠୀ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି ଏପରିକି ଏହି ଦୁଇ ଭ୍ରଷ୍ଟ ଦୁର୍ନୀତି ରାଣୀ ମହିଳା ସମ୍ପାଦିକା ଓ ସଭାନେତ୍ରୀ ସି.ଆର୍.ପି , ଏମ୍.ବି.କେ , ବ୍ୟାଙ୍କ୍ ମିତ୍ର ନିଯୁକ୍ତି ସମୟରେ ନିଯୁକ୍ତି ପାଇଥିବା ବିଭିନ୍ନ କର୍ମୀ ଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଲାଞ୍ଚ ଆଦାୟ କରି ଜଣେ ବିଭାଗୀୟ ବ୍ଲକ ପଦାଧିକାରୀ ଙ୍କୁ ତୁଷ୍ଟିକରଣ କରିଥିବା ଭଳି ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସୁଅଛି କାରଣ ଏମାନେ ବହୁ ନକଲି ଶିକ୍ଷ୍ୟାଗତ କର୍ମୀ ଙ୍କୁ ଅର୍ଥ ଲୋଭରେ ଚାକିରୀ ଦେବା ଓ ସ୍ଥାୟୀ ବାସିନ୍ଦା ପ୍ରମାଣ ନ ଥାଇ ଏମାନଙ୍କ ମିଳି ଭଗତ ରେ ବିଭିନ୍ନ ପଦବୀରେ ଟଙ୍କା ଆଦାୟ କରି ନିଯୁକ୍ତି ଦେବା ଅଭିଯୋଗ ଆସୁଛି ଏବଂ ବ୍ଲକ କୁ ଆସୁଥିବା ଲକ୍ଷ ଲକ୍ଷ ଟଙ୍କାର ବିଭିନ୍ନ ତାଲିମ ସମ୍ବନ୍ଧିତ ସଚେତନ ଧର୍ମି କାର୍ଯ୍ୟକ୍ରମ ମାସିକ ବୈଠକ ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ଆସିଥିବା ସରକାରୀ ଅର୍ଥକୁ ମିଥ୍ୟା ବିଲ କରି ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି ଏହି ଅଭିଯୋଗ ରେ ଓଏଲ୍ଏମ୍  ର ବ୍ଲକ ସଂଯୋଜକ  ଙ୍କୁ ସମସ୍ତ ଘୋଟାଲା ର କିଙ୍ଗ ପିଙ୍ଗ ତଥା ମାଷ୍ଟର ମାଇଣ୍ଡ ବୋଲି ସାଧାରଣରେ ଆଲୋଚନା ହେଉଛି ଏଣୁ ଏ ଦିଗରେ ଜିଲ୍ଲାପାଳ ସ୍ଵତନ୍ତ୍ର ଦୃଷ୍ଟି ଦେବା ସହ ଦୁଇ ବର୍ଷରେ ଥରେ ନୂତନ କମିଟି ହେବା ପରିବର୍ତ୍ତେ ଆଠ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଗାଦି ମାଡ଼ି ବସିଥିବା ପଦାଧିକାରୀଣୀ ମାନଙ୍କ ପ୍ରଚ୍ଛଦ ପଟର ଖଳନାୟକ କିଏ? କେଉଁ ଅଦୃଶ୍ୟ ଶକ୍ତିରେ ଚାଲିଛି ଏହି ମହା ଘୋଟଲା?ତାହା ତଦନ୍ତ ସାପେକ୍ଷ୍ୟ ଏବଂ ଦୁର୍ନୀତି ରେ ଲିପ୍ତ ଥିବା ମାଷ୍ଟର ମାଇଣ୍ଡ ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like