-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ରମଜାନ ମାସ ରେ ରୋଜା ଉପବାସ ରଖି ମଧ୍ୟ ଗୁରୁଙ୍କ ଆଦେଶକୁ ରକ୍ଷା କରି ରକ୍ତଦାନ କରି ମାନବିକତା ର ପରିଚୟ ଦେଇଛନ୍ତି

10-Mar-2025



(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ରେ ଜଣେ ଗର୍ଭବତୀ ମହିଳା ଙ୍କୁ ରକ୍ତଦାନ କରି ମାନବିକତା ର ପରିଚୟ ଦେଇଛନ୍ତି। ରମଜାନ ମାସ ରେ ରୋଜା ଉପବାସ ରଖି ମଧ୍ୟ ଗୁରୁଙ୍କ ଆଦେଶ କୁ ରକ୍ଷା କରିବା ପାଇଁ ରକ୍ତଦାନ କରି ମାନବିକତା ର ପରିଚୟ ଦେଇଛନ୍ତି। ମହମ୍ମଦ ରିଜୱାନ ନାମକ ଯୁବକ ନିଜ ପବିତ୍ର ମାସ ରେ ଉପବାସ ରଖି ଥିବା ସତ୍ତ୍ୱେ ଗୁରୁ କିଶୋର କୁମାର ପରିଡ଼ା ଙ୍କ ଆଦ୍ୱାନ କ୍ରମେ ଆସି ସାବିତ୍ରୀ ବରିହା ଙ୍କ ଝିଅ ଙ୍କୁ ଓ - ପାଜିଟିଭ ରକ୍ତଦାନ କରିଛନ୍ତି। ରକ୍ତ ଅଭାବ ରେ କାହାର ଅସୁବିଧା ହେବା ମାନବ ସମାଜ ପାଇଁ ଅପମାନ ଅଟେ। ତେଣୁ ସମୟ ବିଳମ୍ବ ନ କରି ରକ୍ତଦାନ ମହା ଦାନ ଭାବି ସହାୟତାର ହାତ ବଢ଼ାଇ ଥିବାରୁ ବିଭିନ୍ନ ମହଲରେ ଶୁଭେଚ୍ଛା ଜଣାଇଛନ୍ତି। ନୂଆପଡ଼ା ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ର ରକ୍ତ ଭଣ୍ଡାର ରେ ରକ୍ତ ଅଭାବ ରହିଥିବା ବେଳେ ଚିକିତ୍ସା କ୍ଷେତ୍ର ରେ ଅନେକ ସମସ୍ୟା ଦେଖାଯାଉଛି। ନିଜ ପାରିବାର କିମ୍ବା ସମ୍ପର୍କୀୟ ଆସି ରକ୍ତଦାନ କରୁଥିବା ବେଳେ ସ୍ୱେଚ୍ଛାସେବୀ ମାନେ ରକ୍ତ ଦାନ ପାଇଁ ଯୁବ ଗୋଷ୍ଠୀ ଙ୍କୁ ଆହ୍ବାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like