-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

କୁମାରୀ ମାତୃତ୍ବ ଘଟଣା; ପିସିସି ତଥ୍ୟ ଅନୁଧ୍ୟାନକାରୀ ଦଳର ବରୀ ଗସ୍ତ

10-Mar-2025



ବରୀ(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ): ଗତ ମାଟ୍ରିକ ପରୀକ୍ଷା ସମୟରେ ବରୀରେ ଜଣେ ପରୀକ୍ଷାର୍ଥୀ ମା' ହେବା ଘଟଣା ଚର୍ଚ୍ଚାକୁ ଆସିଥିଲା। ଏହି ଘଟଣାରେ ରାଜ୍ୟ କଂଗ୍ରେସର ଅନୁଧ୍ୟାନ କମିଟି ନାବାଳିକାର ଗାଁ ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଚନ୍ଦନପୁର ଆସି ପୀଡ଼ିତା ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଥିଲା। ତେବେ କମିଟି ଆସିବା ପୂର୍ବରୁ ପୀଡ଼ିତା ପରିବାର ସଦସ୍ୟମାନେ ଅନୁପସ୍ଥିତ ରହିଥିଲେ। ଏହି ଘଟଣା ଜାଣିବା ପରେ ଅନୁଧ୍ୟାନକାରୀ । ଦଳ ଆଉ ଆଗକୁ ନ ବଢ଼ି ଫେରି ଆସିଥିଲେ। ଏହାପରେ ପିସିସି ଦ ଦଳ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଭେଟି ଘଟଣା ସମ୍ପର୍କରେ ଆଲୋଚନା କରି କରିଥିଲେ। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଟିର ମୁଖ୍ୟ ତଥା ପୂର୍ବତନ ମନ୍ତ୍ରୀ ନଗେନ୍ଦ୍ର ପ୍ରଧାନ କହିଥିଲେ ଆମେ । ପୀଡ଼ିତାର ମଙ୍ଗଳ କାମନା କରୁଛୁ। ଯାହା ତାଙ୍କର ଭଲ ହେବ ଆମେ ସେଥ୍ରେ ସହଯୋଗ କରିବୁ। ବିଜେପି ଶାସନରେ ନାରୀଙ୍କ ଉପରେ ଅକଥନୀୟ ଅତ୍ୟାଚାର ବଢ଼ି ଚାଲିଛି। ନବ ନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିର୍ଦେଶମତେ ରାଜ୍ୟ ସାରା ସେହି ସବୁ ସ୍ଥାନକୁ ଯିବାକୁ ନକ୍ସା ପ୍ରସ୍ତୁତ କରିଛୁ ବୋଲି ପ୍ରକାଶ କରିଥିଲେ। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ସସ୍ମିତା ବେହେରା, ସୁଜିତ ପାଢୀ, ନକୁଳ ନାୟକ, କଳ୍ପନା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ବରୀ ବ୍ଲକ କଂଗ୍ରେସ ସଭାପତି ମନୋଜ ଦାସ, ଯୁବନେତା ଅପୂର୍ବ ସାମଲ, ପ୍ରାକ୍ତନ ସମିତିସଭ୍ୟ ଦେବ ପ୍ରଧାନ, ପ୍ରମୋଦ ଦାସ ଓ ମାନସ ପରିଡ଼ା ପ୍ରମୁଖ ପିସିସି ଦଳକୁ ସ୍ବାଗତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like