-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ହାଇୱା ଧକ୍କାରେ ବୃଦ୍ଧ ମୃତ

10-Mar-2025



 ବିନିକା(ହିମାଂଶୁ ଶେଖର ପଟେଲ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସୀଙ୍ଗିଯୁବା କଲେଜ ନିକଟରେ ହାଇୱା ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ ଘଟିଛି l ବୃଦ୍ଧ ଜଣକ ସୀଙ୍ଗିଯୁବା ଗ୍ରାମର ଟଙ୍କଧର ସାହୁ ବୋଲି ଜଣାପଡିଛି l ମିଳିଥିବା ଖବରରୁ ଜଣାଯାଏ ଯେ ଟଙ୍କଧର ସାହୁ ଏକ ସାଇକଲ ଯୋଗେ ରାମପୁର ପଟରୁ ଆସୁଥିବା ସମୟରେ ପଛପଟୁ ଆସୁଥିବା OD-15-Z-4581 ହାଇୱା ଧକ୍କା ଦେଇଥିଲା l ଫଳରେ ବୃଦ୍ଧ ଜଣକ ଛିଟିକି ପଡ଼ିଥିଲେ l ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ  ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।ବୃଦ୍ଧ ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା ଘଟଣା ସ୍ଥଳରେ ପୋଲିସ ପହଞ୍ଚି ହଇୱା ଗାଡ଼ିକୁ ଜବତ କରିବା ସହ ଡ଼୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like