-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ଖିପ୍ରିମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ,

10-Mar-2025



ସିନାପାଲି (ଚିନ୍ତାମଣି ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖିପ୍ରିମାଲ ଉଚ୍ଚ ପ୍ରାଥମିକ ବିଦ୍ଯାଳୟର ବାର୍ଷିକ ଉତ୍ସବ ସୋମବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୋଭାରାମ ଜଗତଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ଯରେ ମୁଖ୍ଯ ଅତିଥି ଭାବରେ ସିନାପାଲି ବ୍ଲକ ଏ ବି ଇ ଓ  ଶ୍ରୀଯୁକ୍ତ  ପ୍ରଦୀପ କୁମାର ପଣ୍ଡା,ମୁଖ୍ଯବକ୍ତା ଭାବରେ ପୂର୍ବତନ ଏ ବି ଇ ଓ  ଶ୍ରୀଯୁକ୍ତ ଶୁଭ୍ରାଂଶୁ ମୌଳି ପୁରୋହିତ,ବିଶିଷ୍ଟ ଅତିଥି ଭାବରେ ପୂର୍ବତନ  ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ କ୍ଷମାଧର ନିଆଲ,  ସମ୍ମାନିତ ଅତିଥି ଭାବରେ  ସି ଆର ସି ସି  ଶ୍ରୀଯୁକ୍ତ  ଦେବାନନ୍ଦ ବାଗ, ସି ଆର ସି ସି ଶ୍ରୀଯୁକ୍ତ ରମାକାନ୍ତ ମେହେର, ସି ଆର ସି ସି  ଶ୍ରୀଯୁକ୍ତ ଦେବେନ୍ଦ୍ର ସୁନାନୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶ୍ରୀମତୀ କୁନ୍ତୀ ଚିନ୍ଦା, ସମାଜ ସେବୀ  ଶ୍ରୀଯୁକ୍ତ ଧ୍ୱଜରାମ ହେର୍ଣ୍ଣା, ସମାଜ ସେବୀ ଶ୍ରୀଯୁକ୍ତ ପ୍ରମୋଦ କୁମାର ନିଆଲ,  ପୂର୍ଣ୍ଣ ଚନ୍ଦ୍ର ନିଆଲ, ମାନସିଂ ନିଆଲ,କୃତିବାସ ନିଆଲ,ଭୋଯୋ ନିଆଲ ଯୋଗଦାନ କରିଥିଲେ l ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ  ନବୀନ କୁମାର  ହରିଜନ ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ର ଛାତ୍ରୀ ଓ  ସହକାରୀ ଶିକ୍ଷକ ଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା ।ସହ ଶିକ୍ଷକ ଶ୍ରୀଯୁକ୍ତ  ନବୀନ କୁମାର ହରିଜନଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। ବିଦ୍ୟାଳୟ ର  ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ   ନବୀନ କୁମାର ହରିଜନ  ବାର୍ଷିକ ବିବରଣୀ ପାଠ କରିଥିଲେ l ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ ଶିକ୍ଷକ  ଶ୍ରୀଯୁକ୍ତ ନବୀନ କୁମାର ହରିଜନ ପରିଚାଳନା କରିଥିଲେ ା ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରାଯାଇଥିବା ବେଳେ  ଶେଷରେ ସହ ଶିକ୍ଷକ ଶ୍ରୀଯୁକ୍ତ  କୋଦଣ୍ଡ ପାଣି ମାଝୀ ଧନ୍ଯବାଦ ଅର୍ପଣ କରିଥିଲେ।କାର୍ଯ୍ଯକ୍ରମ ଆୟୋଜନରେ ବିଦ୍ଯାଳୟର  ଶିକ୍ଷକ ଶ୍ରୀଯୁକ୍ତ କୋଦଣ୍ଡ ପାଣି ମାଝୀ, ଶ୍ରୀ ବିନୋଦ କୁମାର ନିଆଲ ଏବଂ ଗଣେଷ ଚନ୍ଦ୍ର ମେହେର ସହଯୋଗ କରିଥିଲେ ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ପାଞ୍ଚଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ବିଦ୍ୟାଳୟର ଶ୍ରେଣୀ କୋଠରୀରେ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଛାତ୍ର ଛାତ୍ରୀଙ୍କ ସୃଜନୀ ବୋର୍ଡ ପ୍ରାଚୀର ପତ୍ରିକା "ଆମେ ତାରକା ମାନେ "ଉନ୍ମୋଚନ କରାଯାଇଥିଲା । ଏଥିରେ ବିଭିନ୍ନ କ୍ଷୁଦ୍ର କବିତା  ଓ ଚିତ୍ର ପିଲାମାନଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like