-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବକଟି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

10-Mar-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ବକଟି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି l ଗ୍ରାମ ପଞ୍ଚାୟତ ର ନାଏବ ସରପଞ୍ଚ ସୁଶୀଲ ସେଠ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶ୍ରୀ ରୀତିକାରାଣୀ ପଟ୍ଟନାୟକ ଓ ଅତିରିକ୍ତ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀ ବିଜୟ କୁମାର ସାହୁ ଙ୍କ ତତ୍ୱାବଧାନ ରେ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମ ପଞ୍ଚାୟତ ଅଧିକାରୀ ଶ୍ରୀ ସୌଭାଗ୍ୟ କୁମାର ପଧାନ୍ ମଧ୍ୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯକ୍ରମ ରେ ପୂର୍ଣ୍ଣ ସହଯୋଗ କରିଥିଲେ।ଆଜିର ଜନ ଶୁଣାଣି ଶିବିର କାର୍ଯକ୍ରମ ଆଗଲପୁର ବ୍ଲକ୍ , ଏବିଡ଼ିଓ ରୁଦ୍ରପ୍ରତାପ ସୁନା, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର, ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁଶାନ୍ତ ମହାକୁର, ସ୍ବାସ୍ଥ୍ୟ ଓ ପରିମଳ ବିଭାଗର ଯନ୍ତ୍ରୀ ଶ୍ରୀ ଦୁର୍ଗାପ୍ରସାଦ ମିଶ୍ର, ଅଭି ସାହୁ, ଅଂଶୁମାନ ବାବୁ, ଉଦ୍ୟାନ ବିଭାଗ ର ନରେନ୍ଦ୍ର ପଧାନ, ବି ପି ଏମ ଶ୍ରୀ ସରୋଜ କୁମାର ଧରୂଆ ମଧ୍ୟ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l

ତା ସହିତ ଯୋଗାଣ ବିଭାଗ ର ସହଯୋଗୀ ଅଧିକାରୀ, ଯୋଗାଣ ସହାୟକ, ମଧ୍ୟ ଉପସ୍ଥିତ ଥିଲେ।ଜନ ଶୁଣାଣି କାର୍ଯ୍ୟକ୍ରମ ରେ  କମ ସଂଖ୍ୟା ରେ ଅଭିଯୋଗ କାରୀ ଆସି ଥିବାର ଦେଖିବାକୁ ମିଳିଥିଲା। ବିଶେଷ କରି ମନରେଗା କାର୍ଯ୍ୟ ଉପରେ ଦୁଇଟି ଅଭିଯୋଗ ଓ ଭତ୍ତା ଉପରେ ଦୁଇଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ସୂଚନା ଦେଇଛନ୍ତି।ଆଜିର ଜନ ଶୁଣାଣି କାର୍ଯକ୍ରମ ରେ ସର୍ବ ମୋଟ 4 ଗୋଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ଅଧିକାରୀ କହିଛନ୍ତି।  ପଞ୍ଚାୟତ ର ସମସ୍ତ ଗ୍ରାମ ରେ ପ୍ରଚାର ପ୍ରସାର କରା ଯାଇଥିଲା ହେଲେ ଗ୍ରାମରେ ବର୍ତ୍ତମାନ ଶ୍ରୀଶ୍ରୀ ମହାପ୍ରଭୁ ଜଗନ୍ନାଥଙ୍କ ନବ କଲେବର ମହୋତ୍ସବ ଚାଲିଥିବାରୁ ଲୋକେ ବିଶେଷ ମାତ୍ରାରେ ଆସି ନଥିବା ନାଏବ ସରପଞ୍ଚ ସୂଚନା ଦେଇଛନ୍ତି । ତା ସହିତ ଏବେ ପ୍ରତ୍ୟେକ ଗ୍ରାମରେ ଆବାସ ଗୃହ ପାଇଁ ସର୍ଭେ କାମ ଚାଲି ଥିବାରୁ କେହି ଆସୁନଥିବା ଅନୁମାନ କରାଯାଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like