-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

10-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ  ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର ଜିଲ୍ଲାପାଳ,  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ୦୨ ଗୋଟି ଦରଖାସ୍ତ  ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ୨ଗୋଟି ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଛି।  ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ  ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like