-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ହାଇସ୍କୁଲରେ ମେରୀମର୍ଜି ରେ ନବମ ଶ୍ରେଣୀ ପରୀକ୍ଷା

10-Mar-2025



ବଲାଙ୍ଗିର: ଆଜି ଠାରୁ ନବମ ଶ୍ରେଣୀର ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ପ୍ରୋଗ୍ରାମ ଅନୁଯାୟୀ ପରୀକ୍ଷା ସକାଳ ୭ ଟାରୁ ଆରମ୍ଭ ହୋଇ ୯.୩୦ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଛି।ଏଣୁ ଭଦ୍ରକର ଏକ ପ୍ରଶ୍ନପତ୍ର ନିର୍ମାତା ସଂସ୍ଥା ଯାହାର ନାମ ଛାତ୍ର ସଖା ସେ ବଲାଙ୍ଗିର ଟାଉନରେ ଥିବା ୧୦/୧୨ ଗୋଟି ହାଇସ୍କୁଲକୁ ଏହି ପ୍ରଶ୍ନପତ୍ର ଯୋଗାଇ ଦେଇଛନ୍ତି। ପ୍ରଶ୍ନପତ୍ର ବିଭିନ୍ନ ସଂସ୍ଥା ତିଆରି କରୁଥିବା ବେଳେ ପରୀକ୍ଷା ସମୟ ମଧ୍ୟ ଧାର୍ଯ୍ୟ କରାଯାଇଛି।ପ୍ରଶ୍ନପତ୍ର ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ୮୦ ଟଙ୍କା ପରୀକ୍ଷା ଫିଜ୍ ଦେବାକୁ ପଡ଼ୁଛି। 
ବଲାଙ୍ଗିରରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଥିବାରୁ ପରୀକ୍ଷା ସକାଳୁଆ କରିବା ପାଇଁ ପ୍ରୋଗ୍ରାମରେ ଦର୍ଶାଯାଇଛି। ଆଜି ସକାଳ ୭  ରେ ଟାଉନ ବଏଜ୍ ହାଇସ୍କୁଲ ଏବଂ ଟାଉନ ଗାର୍ଲ୍ସ ହାଇସ୍କୁଲରେ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଯାଇଛି।କିନ୍ତୁ କେଉଁ କାରଣରୁ ପୃଥ୍ୱୀରାଜ ହାଇସ୍କୁଲ,ସରକାରୀ ବାଳିକା ବିଦ୍ୟାଳୟ ଏବଂ ପତିତପାବନ ଏକାଡେମୀରେ ପୂର୍ବାହ୍ନ ୧୦ ରେ ଆରମ୍ଭ ହୋଇଥିଲା। ଏହାର କାରଣ ଫୋନ୍ ଯୋଗେ  ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀଙ୍କୁ  ଧାର୍ଯ୍ୟ ସମୟ ରେ ପରୀକ୍ଷା କାହିଁକି କଲେନାହିଁ ବୋଲି ଫୋନ୍ ଯୋଗେ ପଚାରିବାରୁ ସେ ପ୍ରତ୍ୟୁତ୍ତରରେ ଦ୍ଵିତୀୟ ଦିନ ଠାରୁ ସକାଳୁ ପରୀକ୍ଷା କରାଯିବ ବୋଲି କହିଥିଲେ।ତେବେ ମେରୀମର୍ଜି ଶାସନ ଚଳାଇଛନ୍ତି ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ।ଉପରୋକ୍ତ ବିଷୟକୁ ନେଇ ଫୋନ୍ ଯୋଗେ ଜିଲ୍ଲା ଶିକ୍ଷାଧିଶ ପ୍ରଦୀପ କୁମାର ନାଗଙ୍କୁ ପଚାରିବାରୁ ପ୍ରତ୍ୟୁତ୍ତରରେ ନିର୍ଦ୍ଧାରିତ ସମୟରେ ପ୍ରୋଗ୍ରାମ ଅନୁଯାୟୀ ପରୀକ୍ଷା ହେବ ବୋଲି କହିଥିଲେ।
ତେବେ ଆଜି ସକାଳ ୭ରେ ହୋଇଥିବା ପରୀକ୍ଷା ଏବଂ ପରେ ପୂର୍ବାହ୍ନ ୧୦ ରେ ସେହି ପ୍ରଶ୍ନପତ୍ରରେ ହୋଇଥିବା ତିନି ଘଣ୍ଟା ଅନ୍ତରର ପରୀକ୍ଷା କେତେ ସ୍ବଚ୍ଛତା ଅବଲମ୍ବନ ହୋଇଥିବ ତଦନ୍ତ ସାପେକ୍ଷ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like