-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ

10-Mar-2025



କନ୍ଧମାଳ (ସୁଶୀଲ କୁମାର ପାଣିଗ୍ରାହୀ): ରାଜ୍ୟରେ ଦିନକୁ ଦିନ ବଢୁଛି ନାରୀ ନିର୍ଯାତନା। ଏହାର ପ୍ରତିବାଦରେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଛି। କଂଗ୍ରେସ କାର୍ଯ୍ୟାଳୟରୁ ନେତା ଏବଂ କର୍ମୀମାନେ ଏକ ବିରାଟ ରାଲିରେ ବାହାରି ସମଗ୍ର ସହର ପରିକ୍ରମା କରିଥିଲେ। ଏହାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଦଳୀୟ ନେତାମାନେ ରାଜ୍ୟରେ କ୍ରମ ବର୍ଦ୍ଧିଷ୍ଣୁ ନାରୀ ନିର୍ଯାତନା ନେଇ ସରକାରଙ୍କ ବିରୋଧରେ ଗର୍ଜିଥିଲେ l ନୂତନ ସରକାର ଆସିବାର ମାତ୍ର ୮ ମାସ ମଧ୍ୟରେ ରାଜ୍ୟରେ ମହିଳା, ଆଦିବାସୀ, ଦଳିତ ଏବଂ ପଛୁଆ ବର୍ଗ ଲୋକଙ୍କ ଉପରେ ଅତ୍ୟାଚାର ବଢିଛି। ଏହି ସମୟ ମଧ୍ୟରେ ପ୍ରାୟ ୧୬୦୦ ମହିଳା ହତ୍ୟା, ଧର୍ଷଣ, ଅସଦାଚାରଣର ଶିକାର ହୋଇଥିବା କଂଗ୍ରେସ ନେତା କହିଛନ୍ତି। ଗତ ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟର ୩୬,୪୨୦ ମହିଳା ଓ ୮୪୦୩ ଶିଶୁ ନିଖୋଜ ହୋଇଛନ୍ତି। ସେହିଭଳି ୪୨୧ ମହିଳାଙ୍କୁ ଅନ୍ୟ ରାଜ୍ୟକୁ ଚାଲାଣ କରାଯାଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଦଳ ପକ୍ଷରୁ ବିଭିନ୍ନ ମାମଲାର ଏକ ତାଲିକା ପ୍ରସ୍ତୁତ କରାଯିବା ସହ ଏ ଦିଗରେ ସରକାରଙ୍କ ଉଦାସୀନତା ନେଇ ଉଦବେଗ ପ୍ରକାଶ କରାଯାଇଛି। ମୋଟାମୋଟି ଭାବେ ପ୍ରଧାନମନ୍ତ୍ରୀଙ୍କ ବେଟି ବଚାଓ, ବେଟି ପଢାଓ ନାରା ଓଡ଼ିଶାରେ କେବଳ ଏକ ସ୍ଲୋଗାନରେ ସୀମିତ ରହିଛି ବୋଲି କଂଗ୍ରେସ କହିଛି। ତେଣୁ ରାଜ୍ୟପାଳ ଏ ଦିଗରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟର ଶିଶୁ ଓ ମହିଳାମାନଙ୍କୁ ସୁରକ୍ଷା ଦେବା ପାଇଁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି। ଏନେଇ ଏକ ଶତାଧିକ ଲୋକଙ୍କ ଦସ୍ତଖତ ସମ୍ବଳିତ ଏକ ସ୍ମାରକପତ୍ର ରାଜ୍ୟପାଳଙ୍କ ଉଦେଶ୍ୟ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା ଙ୍କ ଜରିଆରେ ପ୍ରଦାନ କରାଯାଇଛି। କନ୍ଧମାଳ ଜିଲ୍ଲା ସଭାପତି ଚନ୍ଦ୍ର ଶେଖର ପରିଡାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକରୁ ହଜାରରୁ ଅଧିକ କର୍ମକର୍ତ୍ତା ଓ ଦଳୀୟ କର୍ମୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପିସିସି ପକ୍ଷରୁ ପର୍ଯ୍ୟବେକ୍ଷକ ଭାବେ ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ଯୋଗ ଦେଇଥିବା ବେଳେ ପୂର୍ବତନ ସାଂସଦ ରାଧାକାନ୍ତ ଦିଗାଲ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଯାକବ ପ୍ରଧାନ, ପୂର୍ବତନ ଜିଲ୍ଲା ସଭାପତି ଅନାମ ନାୟକ, ସାଂସଦ ପ୍ରାର୍ଥୀ ଅମୀରଚାନ୍ଦ ନାୟକ, ବରିଷ୍ଠ ନେତା ଘନ କୁମାର ଶବର, ହେମନ୍ତ କର, ରଜତ ମହାନ୍ତି, ବସନ୍ତ କୁମାର ପାଢ଼ୀ, ଯୁବନେତା ଚନ୍ଦନ ପଣ୍ଡା, ଅନୁପମ କହଁର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like