-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

କୋଶଳେଶ୍ୱର ହାଇସ୍କୁଲରେ ପିଏମ୍ ଶ୍ରୀ କ୍ରୀଡା ଅନୁଷ୍ଠିତ

10-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଡୁଙ୍ଗୁରିପାଲି ସ୍ଥିତ ପିଏମ୍ ଶ୍ରୀ କୋଶଳେଶ୍ୱର ହାଇ ସ୍କୁଲ ର ପିଏମ୍ ଶ୍ରୀ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ବାବୁଲାଲ ସାହୁଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କ୍ରୀଡାବିତ୍ ବି.ପୁରୁଷୋତ୍ତମ ପାତ୍ର ତଥା ସମ୍ମାନିତ ଅତିଥି ଭାବେ ଲାଲ୍ମନି କ୍ରିକେଟ ର ପିଚ୍ କୁରେଟର  ତଥା ପ୍ରଥମ ଥର ଭାରତୀୟ କ୍ରିକେଟ ମ୍ୟାଚ ରେ ବାରବାଟି ଷ୍ଟାଡିୟମ୍ ରେ ପିଚ୍ କ୍ୟୁରେଟର ଦଳ ରେ ମନୋନୀତ ହୋଇଥିବା  ବି.ସୁଦର୍ଶନ ପାତ୍ର  (ଲୁଲୁ)  ପଞ୍ଚସଖା ଶିକ୍ଷାସେତୁ କମିଟିର ସଭାପତି ତଥା ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା ଏବଂ ଜାତୀୟ ସ୍ତରରେ ଅଂଶଗ୍ରହଣ କରିଥିବା ଖୋ ଖୋ ଖେଳାଳି ବେଦବ୍ୟାସ ବିଭାର ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ବାଳିକା ଜୁନିଅର ବିଭାଗରେ ସଂସ୍କୃତି ମିଶ୍ର , ସିନିୟର୍ ଚାମ୍ପିଅନ ଭାବେ ସସ୍ମିତା ମେହେର ଏବଂ ବାଳକ ଜୁନିଅର ବର୍ଗରେ ସୋହମ୍ କୁମ୍ଭାର ଓ ସିନିୟର୍ ବର୍ଗରେ ଯତୀନ ବିଶି ଙ୍କୁ ଅତିଥି ଙ୍କ ଦ୍ଵାରା ଚମ୍ପିଅନ ଟ୍ରଫି ପ୍ରଦାନ କରାଯାଇଥିଲା। ବିଜ୍ଞାନ ଶିକ୍ଷକ ଚକାନୟନ ମେହେର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଏକାଦଶ ବର୍ଗେଇ ଧନ୍ୟବାଦ୍ ଅର୍ପଣ କରିଥିଲେ। ଚୌଧୁରୀ ବିଭାର ଓ ଆଦିତ୍ୟ କିଶୋର ପାଢ଼ୀ କାର୍ଯ୍ଯ କ୍ରମ ସଂଯୋଜନା କରିଥିଲେ।ଶିକ୍ଷୟତ୍ରୀ ନନ୍ଦିନୀ ମାହାଣା ଓ ସ୍ନେହଲତା ଖେତି ମଞ୍ଚ ପରିଚାଳନା କରିଥିଲେ।ଖେଳ ଶିକ୍ଷକ ଜୟନାରାୟଣ ମିଶ୍ର,ସଞ୍ଜୟ ପ୍ରଧାନ,ମାନସ ରଞ୍ଜନ ଭୋଇ,ସଂଯୁକ୍ତା ଦାସ,ପୁଷ୍ପାଞ୍ଜଳି ନାୟକ,ମାନସୀ ରାଣୀ, ନିବେଦିତା ମିଶ୍ର,ନିହାରିକା ମିଶ୍ର,ନର୍ମଦା ପାତ୍ର ଖେଳ ର ବିଭିନ୍ନ ଇଭେଣ୍ଟ କୁ ପରିଚାଳନା କରିଥିଲେ।ଏଥିରେ ବାଳମୁକୁନ୍ଦ ସେଠି,ଦାମୋଦର ଠେଟୁଆଲ,ଚମାର ବାଘ,ଗିରିଶ ଚନ୍ଦ୍ର ଭରାସାଗର କମିଟି ସଭ୍ୟ ମନୋଜ ପଲିଆ ଏବଂ ଅଭିଭାବକ /ଅଭିଭାବିକା ମାନେ ସହଯୋଗ କରିଥିଲେ।ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୧୮୫ ଜଣ ଖେଳାଳି ଏଥିରେ ଅଂଶଗ୍ରହଣ କରିଥିଲେ।ଛାତ୍ରୀ ମାନଙ୍କ ଦ୍ଵାରା ଅତିଥି ସ୍ବାଗତ ସଙ୍ଗୀତ ତଥା ନୃତ୍ୟ ପରିବେଷଣ କରାଯାଇଥିଲା।ଏଥିରେ ଅନେକ ଗ୍ରାମବାସୀ  ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like