-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଖଲିଆପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

10-Mar-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ବାବୁପାଲି ପଞ୍ଚାୟତ ଅନ୍ତର୍ଗତ ଖଲିଆପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ରାଏଙ୍କ ତତ୍ତ୍ଵାବଧାନରେ ସହକାରୀ ଶିକ୍ଷକ କ୍ଷମାନିଧି ବାରିକ ସଭା ସଂଯୋଜନା କରିଥିଲେ। ଏଥିରେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜମୋହନ ବଡ଼ପଣ୍ଡା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ପଲସାପାଲି ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୋହିତାଶ୍ଵ ପଧାନ ମୂଖ୍ୟବକ୍ତା ଭାବେ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ପଲସାପାଲି କ୍ଳଷ୍ଟର୍ ସି.ଆର.ସି.ସି ସୁରେନ୍ଦ୍ର ସେଠୀ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଫକୀର ବେହେରା,ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ରାଏ,ମୋ ସ୍କୁଲର ସଭାପତି ମୁକୁନ୍ଦ ଭୁଏ, ଗ୍ରାମର ଭଦ୍ରବ୍ୟକ୍ତି କୃଷ୍ଣଚନ୍ଦ୍ର ଭୋଇ,ଓ୍ବାର୍ଡ ସଭ୍ୟା ପ୍ରତିମା ଭୋଇ,ଅଙ୍ଗନବାଡ଼ି କର୍ମୀ ଲିଲିମା ସାହୁ,ସାମ୍ବାଦିକ ସଦାନନ୍ଦ ପଧାନ ପ୍ରମୁଖ ଉପସ୍ଥିତ ଥିଲେ। ପରିଚାଳନା କମିଟିର ସମସ୍ତ ସଦସ୍ୟ ତଥା ଗ୍ରାମର ଅନ୍ୟାନ୍ୟ ଭଦ୍ରବ୍ୟକ୍ତି ଯୋଗଦେଇଥିବା ବେଳେ ଶିକ୍ଷକ କ୍ଷମାନିଧି ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ପରିବେଷିତ କ୍ଷୁଦ୍ର ନାଟିକା 'ପାହାଡର ଡାକ' ବେଶ ଉଚ୍ଚକୋଟୀର ହୋଇଥିବା ବେଳେ କୁନିକୁନି ଛାତ୍ରଛାତ୍ରୀମାନେ ନୃତ୍ୟ ଗୀତ ପରିବେଷଣ କରିଥିଲେ।ପରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥି ମାନେ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like