-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ବରଗଡ଼ ବ୍ଲକ ଶିକ୍ଷା ବିଭାଗ ଆନୁକୁଲ୍ୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ଭ୍ରମଣ

10-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ରବିବାର ବ୍ଲକ ଶିକ୍ଷା ଅଧିକାରୀ ଡ଼ ସୁରେନ୍ଦ୍ର କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଛାତ୍ର ଛାତ୍ରୀ ଙ୍କ ବିଭିନ୍ନ ଜ୍ଞାନ ଆହରଣ ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ଭ୍ରମଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ବ୍ଲକ ର  ୩୬ ଜଣ ଗାଇଡ ଶିକ୍ଷକ ଙ୍କ ନେତୃତ୍ବ ରେ ୪୧୪ ଜଣ ଛାତ୍ର ଛାତ୍ରୀ ନଅ ଟି ବସ ରେ ଝାରସୁଗୁଡ଼ା ଜିଲ୍ଲା ସେମ୍ଳିଆ ଶିବପୀଠ ,ବାଇଲୋଜିକାଲ ଗାଡେନ, ଆମ୍ବଭୋନା ଆଦର୍ଶ ବିଦ୍ୟାଳୟ , ଟୁକୁରଲା ବିଜ୍ଞାନ କେନ୍ଦ୍ର ଆଦି ପରିଦର୍ଶନ କରି ବିଭିନ୍ନ ଶୈକ୍ଷିକ ଜ୍ଞାନ ଆହରଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ବିଭିନ୍ନ କମିଟି ଗଠନ ହୋଇ ଥିବା ବେଳେ କମିଟି ମୁଖ୍ୟ  ଭାବେ ବରଗଡ଼ ଏ.ବି.ଇ.ଓ ରଞ୍ଜନ ଦଣ୍ଡସେନା ଏବିଓ ଦିଲ୍ଲୀପ ମେହେର ଏବିଇଓ ଘାସିରାମ ମେହେର ପ୍ରମୁଖ ରହିଥିବା ବେଳେ ସିଆରସିସି ବାବଲୁ ଶତପଥି ବୀର କିଶୋର ପ୍ରଧାନ,ନିବେଦିତା ପୁରୋହିତ ଙ୍କ ସମେତ ବ୍ଲକ ର ସମସ୍ତ କ୍ଲଷ୍ଟର ର ସିଆରସିସି ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।

ଏହି ଅବସର ରେ ଆମ୍ବଭୋନା ଆଦର୍ଶ ବିଦ୍ୟାଳୟ ପରିସର ରେ ଅଭିଜ୍ଞ ବୈଜ୍ଞାନିକ ଙ୍କ ଦ୍ଵାରା ପରିଭ୍ରମଣରେ ଯାଇଥିବା ଛାତ୍ରଛାତ୍ରୀଙ୍କ ପାଇଁ  ବିଜ୍ଞାନ ଆଧାରିତ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଛାତ୍ର ଛାତ୍ରୀ ବିଭିନ୍ନ ସ୍ଥାନ ପରିଭ୍ରମଣ କରିବା ସହିତ ବିଜ୍ଞାନ ଜ୍ଞାନ ଆହରଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like