-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ରାଜ୍ୟ

ରାମ ମନ୍ଦିର ନିର୍ମାଣରେ ଓଡ଼ିଶାବାସୀ ସହଯୋଗ କରିବାକୁ ନିବେଦନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

16-Jan-2021



ଭୁବନେଶ୍ବର (ପ୍ରେରଣା ଖବର): ଅଯୋଧ୍ୟାରେ ମହାପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମିରେ ଏକ ବିଶ୍ବସ୍ତରୀୟ ଭବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ପବିତ୍ର ମକର ସଂକ୍ରାନ୍ତିରୁ ଓଡ଼ିଶା ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ପକ୍ଷରୁ ୩୦ ଦିନ ଧରି ଏକ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ବରଠାରେ ଆୟୋଜିତ ଏହି ଅଭିଯାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇ ମନ୍ଦିର ନିର୍ମାଣରେ ଓଡ଼ିଶାବାସୀ ସହଯୋଗ କରିବାକୁ ନିବେଦନ କରିଛନ୍ତି। ସେହିପରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ଏହି ଅଭିଯାନରେ ସାମିଲ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ବିଟ୍‌ ଯୋଗେ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି, ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଜନ୍ମଭୂମିରେ ମନ୍ଦିର ନିର୍ମାଣ ପାଇଁ ଭାରତବର୍ଷରେ ବିଭିନ୍ନ ସମିତି ପକ୍ଷରୁ ଆର୍ଥିକ ସହଯୋଗ ପ୍ରାପ୍ତି ନିମନ୍ତେ ଅଭିଯାନ ଆରମ୍ଭ କରାଯାଇଛି। ରାମ ମନ୍ଦିର ନିର୍ମାଣ ପାଇଁ ପ୍ରମୁଖ ସନ୍ଥମାନଙ୍କୁ ନେଇ ଗଠିତ ମାର୍ଗ-ଦର୍ଶକ ମଣ୍ଡଳୀମାନଙ୍କ ଦ୍ବାରା ରାଜ୍ୟରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ଏହାର ନେତୃତ୍ବ ନେଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମିତି ସଦସ୍ୟ ତଥା ଆରଏସ୍‌ଏସ୍‌ ଓଡ଼ିଶା ପୂର୍ବପ୍ରାନ୍ତ ସଂଘଚାଳକ ସମୀର କୁମାର ମହାନ୍ତି, ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି, ଓଡ଼ିଶା ସଭାପତି ପ୍ରଫୁଲ୍ଲ କୁମାର ମିଶ୍ର, ସମ୍ପାଦକ ଗୋପାଳ ପ୍ରସାଦ ମହାପାତ୍ର, ଉପାଧ୍ୟକ୍ଷ ମନସୁଖଲାଲ୍‌ ସେଠିଆ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like