-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||     

HOME   ଜିଲ୍ଲା

ଘର ହିଁ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ

10-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସ୍ଥିତ  ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ବାଟିକା ବିଭାଗରେ ଘର ହିଁ  ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ମୂଖ୍ୟ ଅତିଥି ଭାବେ  ଡଃ.ସମୀର ମେହେର ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟ କ୍ରମ କୁ ଉଦ୍ଘାଟନ କରି ଶିଶୁ ମାନଙ୍କର କେଉଁ ରୋଗ ବେଳେ କଣ ସବୁ ଖାଇବାକୁ ଦେବାର ସେ ବିଷୟରେ ଆଲୋଚନା କରିଥିଲେ।ଶିଶୁ ବୋଧ ଶ୍ରେଣୀର ଭାଇ ଭଉଣୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ । ବିଦ୍ୟାମନ୍ଦିର ପ୍ରମୁଖ ଦେବରାଜ ଡନସନା ସ୍ବାଗତ ଭାଷଣ , ଅତିଥି ପରିଚୟ ପ୍ରଦାନ କରିଥିଲେ ।ଗୀତା ଗୁରୁମା ସଂଯୋଜନା କରିଥିଲେ।ସଙ୍କୁଳ ପ୍ରମୁଖ ଡ.ଦ୍ଵାଦଶ କୁମାର ପଧାନ ଶିଶୁଙ୍କ ଆହାର ବିହାର ପିତା ମାତାଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ । ଏହାପରେ ନିତୁ ଗୁରୂମା ଓ ଯାମିନି ଗୁରୁମା ସୁଷମ ଖାଦ୍ୟ ପ୍ରସ୍ତୁତି ଉପରେ ଏକ ପ୍ରାୟଗିକ କାଲାଂଶ ନେଇଥିଲେ ।ଏହାପରେ ସୁଜାତା ଗୁରୁମା ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ୬୦ ଜଣ ମାତା ପିତା ଯୋଗଦେଇଥିଲେ ।ଶେଷରେ ଏକ  ୫୧ ପ୍ରକାରର ଆହାର ର ପ୍ରଦର୍ଶନୀ କୁ ପ୍ରଦର୍ଶିତ କରାଯାଇଥିଲା।ସମସ୍ତ ଗୁରୁଜୀ ଗରୁମା ଙ୍କ ସହଯୋଗରେ କାର୍ଯ୍ୟ କ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026

You Might Also Like