-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁରରେ ଦଶମ ଶ୍ରେଣୀର ସମାବର୍ତ୍ତନ ଉତ୍ସବ ପାଳିତ

10-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁରରେ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥିମାନେ ଦୀପ ପ୍ରଜୂଳନ ପୂର୍ବକ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କୁ ଭବିଷ୍ୟତରେ କିପରି ନିଜ ଜୀବନକୁ ଗଢି ତୋଳିବେ ସେ ବିଷୟରେ ମାର୍ଗଦର୍ଶନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ଏହି ବୈଠକରେ ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଡ଼ ଦ୍ଵାଦଶ କୁ. ପ୍ରଧାନ,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର,ସମ୍ପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର,ପୁରାତନ ଛାତ୍ର ସଂସଦର ସମ୍ପାଦକ ଶ୍ରୀଯୁକ୍ତ ଅଜୟ କୁ. ଅଗ୍ରୱାଲ ପ୍ରମୁଖ ମଞ୍ଚାସୀନ ଥିଲେ । ମମତା ଗୁରୁମା, କଲ୍ୟାଣୀ ଗୁରୁମା,ତରଣୀ ଗୁରୁଜୀ ଭାଇ ଭଉଣୀମାନଙ୍କୁ ଆଶିର୍ବଚନ କରିଥିଲେ । ଏହି ସଭାରେ ଦଶମ ଶ୍ରେଣୀର ଭଉଣୀ ଶୁଭଶ୍ରୀ ବାରିକ, ଅନ୍ୱେଷା ବେହେରା,ବର୍ଷାରାଣୀ ଥନାପତି, ଗୋଲଡି ବେହେରା,ଭାଇ ନିରଞ୍ଜନ ଦୀପ, ଆଂଶିକ ବାରିକ, ସ୍ଵସ୍ତିକ ବିଶି, ଲୋକପାଲ ପ୍ରଧାନ ନିଜ ନିଜର ଅନୁଭୂତି  କହିଥିଲେ । ଏହି ସଭାକୁ ଶ୍ରୀମତୀ କଲ୍ୟାଣୀ ଗୁରୁମା ସଂଯୋଜନା କରିଥିବା ବେଳେ ବିଦ୍ୟା ମନ୍ଦିର ପ୍ରମୁଖ ଶ୍ରୀଯୁକ୍ତ ଦେବରାଜ ଡନସନା ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମାପ୍ତ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like