-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବାପୁଜୀ ପବ୍ଲିକ ସ୍କୁଲ ରେ ବାର୍ଷିକ ଉତ୍ସବ ପାଳିତ l

10-Mar-2025



(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ ଡଙ୍ଗରିଗୁଡ଼ା ରେ ଥିବା ବାପୁଜୀ ପବ୍ଲିକ ସ୍କୁଲ ରେ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ବାପୁଜୀ ପବ୍ଲିକ ସ୍କୁଲ ର ଅଧ୍ୟକ୍ଷ ପରେଶ ଜୈନ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଡାବୁଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ବୀଣା ମାଝୀ ,ସମ୍ମାନୀତ ଅତିଥି ଉପାଧ୍ଯକ୍ଷ ସଦାନନ୍ଦ ନାୟକ,ଡାବୁଗାଁ ବିଜେଡି ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ,ବ୍ଳକ କଂଗ୍ରେସ ସଭାପତି ଜି ସାଇ ରାଜୁ ମଞ୍ଚରେ ଉପସ୍ଥିତ ରହି ଉପାଦେୟ ବିଷୟ ବସ୍ତୁ ଉପରେ ଆଲୋଚନା ରଖି ଛାତ୍ରଛାତ୍ରୀ ମାନଙ୍କୁ ମନ ଦେଇ ପାଠ ପଢିବା ପାଇଁ ପରାମର୍ଶ ଦେଇଥିଲେ l ବିଦ୍ୟାଳୟ ର ସମସ୍ୟା ଉପରେ ବ୍ଳକ କଂଗ୍ରେସ ସଭାପତି ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ବିଧାୟକ ପ୍ରତିନିଧି ଙ୍କୁ ଅବଗତ କରାଇଥିଲେ l ଦୁହେଁ ଦୃଷ୍ଟି ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ l ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗୀତା ରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l ପରେ ଛୋଟ ଛୋଟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସଂକୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଉକ୍ତ ମଞ୍ଚ କୁ ଦୁଲୁକାଇ ଅଭିଭାବକ, ଅଭିଭାବିକା, ଅତିଥି,ମୁଖ୍ୟ ଅତିଥି ମାନଙ୍କୁ ଆନନ୍ଦିତ କରାଇଥିଲେ l ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ମଞ୍ଚ ପରିଚାଳନାରେ ସକ୍ରିୟ ଅଂଶ ଗ୍ରହଣ କରି ବେଶ ସୁନ୍ଦର ଭାବେ ସମ୍ପାଦନ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ଅଭିଭାବ ଅଭିଭାବିକା ମାନେ ନିଜ ନିଜର ପିଲା ମାନଙ୍କୁ ନିଜ ଘରକୁ ନେଇଥିଲେ l ଡାବୁଗାଁ ବାପୁଜୀ ପବ୍ଲିକ୍ ସ୍କୁଲ ର ଅଧ୍ୟକ୍ଷା ସାବନା ଆଜମୀ ବାନୁ ବେଶ୍ ସୁନ୍ଦର ଭାବେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like