-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଯୁବ ରେଡକ୍ରସ ପରାମର୍ଶଦାତା ଉଦ୍ଧବ ପଧାନଙ୍କୁ ରାଜ୍ୟପାଳ ପୁରସ୍କାର

10-Mar-2025



ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମା ଉମାଦେବୀ ଆଞ୍ଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ କାଉନସେଲର ତଥା ଆଇଟି ଅଧ୍ୟାପକ ଉଦ୍ଧବ ପଧାନ ରାଜ୍ୟର ଶ୍ରେଷ୍ଠ ପରାମର୍ଶଦାତା ଭାବେ ଭୁବନେଶ୍ୱରସ୍ଥିତ ଅଭିଷେକ ପ୍ରେକ୍ଷାଳୟ ରେ ରାଜ୍ୟସ୍ତରୀୟ ଯୁବ ରେଡକ୍ରସ୍ ପୁରସ୍କାର ବିତରଣ ଉତ୍ସବରେ ମହାମହିମ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟଅତିଥି ଭାବେ

ଯୋଗଦେଇ ଶ୍ରୀ ପଧାନଙ୍କୁ ୨୦୨୩ -୨୦୨୪ବର୍ଷ ପାଇଁ ଟ୍ରଫି, ମାନପତ୍ର  ଓ ଅର୍ଥରାଶି ଦେଇ ସମ୍ମାନୀତ କରିଥିଲେ । ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ ରାଜପୁତ ଓ ଭାରତୀୟ ରେଡକ୍ରସ୍ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଗଣେଶ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରକାଶ ଯେ ଶ୍ରୀ ପଧାନଙ୍କ ଯୁବ ରେଡକ୍ରସ ରେ ଉଲ୍ଲେଖନୀୟ ଅବଦାନ ରହିଛି ଏବଂ ମ୍ୟାଜିକ ମାଧ୍ୟମ ରେ ଅନ୍ଧବିଶ୍ୱାସ ଉପରେ ସଚେତନତା ସୃଷ୍ଟି କରି ଲୋକପ୍ରିୟ ଯାଦୁଗର ଭାବରେ ବେଶ ପରିଚିତ l ପୂର୍ବରୁ ସବୁଜ ଯୋଦ୍ଧା ସେନାପତି ସମ୍ମାନ, ସଂସ୍କୃତି ସେବା

ସମ୍ମାନ, ବିଲ୍ଲଡ଼ ଭାରତ ଲିଡରସିପ ଆୱାର୍ଡ , ବେଷ୍ଟ ଯାଦୁଗର ସମେତ ବିଭିନ୍ନ ମଞ୍ଚରେ  ସମ୍ମାନିତ ହୋଇଛନ୍ତି l ଏହି ସଫଳତା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଯୁବ ରେଡକ୍ରସ କନଭେନର ସେକ୍ରେଟାରୀ ଉମାକାନ୍ତ ନାଗ, ଜିଲ୍ଲା ସଂଯୋଜକ ବିଶ୍ଵନାଥ ମିଶ୍ର, ସମସ୍ତ କାଉନସେଲର,ଜିଲ୍ଲା ଯାଦୁଗର ସଙ୍ଘ ସଭାପତି ଯଦୁନାଥ ମିଶ୍ର ଏବଂ ସମସ୍ତ ସ୍ବେଛାସେବୀ  ଶ୍ରୀ ପଧାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି l ଏହି ସଫଳତା ର ଶ୍ରେୟ ଶ୍ରୀ ପଧାନ ତାଙ୍କ ସହଧର୍ମିଣୀ ଫରେଷ୍ଟର ସୋନାଲିକା,ପରିବାର ବର୍ଗ, ସମସ୍ତ ଗୁରୁଜନ,ଯୁବ ରେଡକ୍ରସ ପରାମର୍ଶ ଦାତା ଏବଂ  ସ୍ବେଛାସେବୀ ମାନଙ୍କୁ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like