-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||     

HOME   ଜିଲ୍ଲା

ପ୍ରଥମ କଣ୍ଟାମାଳ ମହୋତ୍ସବ ଉଦଯାପିତ, ଫୁଲବାଣୀର ଝାଙ୍ଗିଡ଼ି ନୃତ୍ୟରେ ଦର୍ଶକ ମୋହିତ

10-Mar-2025



କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆରେ ଦୁଇଦିନ ଧରି ଚାଲିଥିବା ପ୍ରଥମ କଣ୍ଟାମାଳ ମହୋତ୍ସବ ଆଜି ଅନ୍ତିମ ଦିବସରେ ଫୁଲବାଣୀର ଝାଙ୍ଗିଡ଼ି ନୃତ୍ୟ ଶହ ଶହ ଦର୍ଶକଙ୍କ ମନକୁ ମନ୍ତ୍ରମୁଗ୍ଧ କରି ବିଳମ୍ବିତ ରାତିରେ ଉଦଯାପିତ ହୋଇଯାଇଛି  l  ଉଦଯାପନୀ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ପୂର୍ବତନ ବିଧାୟକ ମହୀଧର ରଣା ଯୋଗଦେଇ ଥିବାବେଳେ କଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘ ଉପସଭାପତି ପ୍ରକାଶ ମାଝୀ ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥିଭାବେ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ,କଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘର ଉପଦେଷ୍ଠା ବୈଦ୍ୟନାଥ ଭୋଇ, ତରଭା ବ୍ଲକ ଆଦିବାସୀ ସଂଘର ସଭାପତି ଶ୍ରୀ କହଁର,ସମାଜସେବୀ ପିନାକଧର ରଣା, ସତ୍ୟନାରାୟଣ ମାଝୀ ପ୍ରମୁଖ ମଂଚାସୀନ ଥିଲେ  l ସଭାକୁ ସଦସ୍ୟ ପୁରନ୍ଦର ଠେଲା ପରିଚାଳନା କରିଥିବା ସ୍ଥଳେ ଉପସଭାପତି ଡମ୍ବରୁଧର କହଁର ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମଂଚାସୀନ ଅତିଥି ମାନଙ୍କୁ ଉପଢୌକନ ସହ ମହୋତ୍ସବର ସ୍ମାରକୀ ପ୍ରଦାନ କରାଯାଇଥିଲା l  ପରେ କନ୍ଧମାଳର ଆଦିବାସୀ ନୃତ୍ୟ ସହ ସ୍ଥାନୀୟ କଳାକାରଙ୍କ ନୃତ୍ୟ ସଂଗୀତରେ ମହୋତ୍ସବ ମଞ୍ଚ ଦୁଲୁକିଉଠିଥିଲା  l  ମହୋତ୍ସବ କମିଟୀ ଆବାହକ ଡମ୍ବରୁଧର କହଁର,କମିଟୀ ସଭାପତି ମହେନ୍ଦ୍ର କୁମାର ସାହୁ, ସଂପାଦକ ରଶ୍ମିରଂଜନ କୁଦେଇ ସମେତ ମହୋତ୍ସବ କମିଟି ର ସମସ୍ତ ସଦସ୍ୟ  ଉତ୍ସବକୁ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026

You Might Also Like